-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ପିନ୍ଧନ ଉଢନ ଏବଂ ସାନବଡ ଘୁଡକା ଦର୍ଶକ ଙ୍କ ମନ ମୋହିଲା *ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ର ଦ୍ବିତୀୟ ସନ୍ଧ୍ୟା*

10-Dec-2024



 

     ସମ୍ବଲପୁର ତା. (ସଂଜୀବ ପାଣିଗ୍ରାହୀ)  - ସମ୍ବଲପୁର ଜେଲ ଛଳ ନିକଟସ୍ଥ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା ଠାରେ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ରେ ସୋମବାର  ସନ୍ଧ୍ୟାରେ ସମ୍ବଲପୁରୀ ପିନ୍ଧନ ଉଢନ ଏବଂ ତୁଷାରାରୁ ଆସିଥିବା ସାନବଡ ଘୁଡକା ଦର୍ଶକ ମାନଙ୍କ ମନ ମୋହିଥିଲା । 
    ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ର ଦ୍ବିତୀୟ ସନ୍ଧ୍ୟାକୁ ସମ୍ବଲପୁରୀ ଧନୁଯାତ୍ରା ର କଂସ ମହାରାଜ ଫଣିନ୍ଦ୍ର ପଣ୍ଡା, ବିଶିଷ୍ଟ ସମ୍ବଲପୁରୀ ନାଟ୍ୟକାର ବିପିନ ଦାସ ଏବଂ ଛତିଶଗଡ଼ର ସମ୍ବଲପୁରୀ ସଙ୍ଗଠକ ବିଦ୍ୟାଭୂଷଣ ଶତପଥୀ ଏବଂ ସେବା ଶଙ୍କର ଅଗ୍ରୱାଲ ଉଦଘାଟନ କରିଥିଲେ । ଇଷ୍ଟଦେବୀ ମାଁ ସମଲାଇଙ୍କ ପ୍ରତିମୂର୍ତ୍ତୀରେ ପୂଜାର୍ଚ୍ଚନା ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । 
   ଝାରସୁଗୁଡ଼ା ରେ ଦୀର୍ଘ ୭ ବର୍ଷ ହେବ ଅଗଷ୍ଟ ଏକ ତାରିଖରେ ସମ୍ବଲପୁରୀ ଦିନ ଆୟୋଜନ କରୁଥିବା ପଶ୍ଚିମାଞ୍ଚଳ ଏକତା ମଞ୍ଚ ଝାରସୁଗୁଡ଼ା ଶାଖାକୁ ସମ୍ବର୍ଧିତ କରାଯାଇଥିଲା । ‌ସେହିପରି ଚେତନା ମୟୀ ବେହେରା, ଅରୁଣ ରାଜହଂସ, ଅଜୟ ନାଥ, ନୁପୁର ମଲିକ, ମଏନୁ ଗୁରୁ ପ୍ରମୁଖ ସମ୍ବଲପୁରୀ ଗୀତ ପରିବେଷଣ କରିଥିଲେ ।
ଏହାପରେ ଆଇକନିକ ଫେସନ ପକ୍ଷରୁ ପାରମ୍ପରିକ ସମ୍ବଲପୁରୀ ପିନ୍ଧନ ଉଢନ ପ୍ରଦର୍ଶନ କରିଥିଲେ ।  କାର୍ଯ୍ୟକ୍ରମକୁ ସାଂସ୍କୃତିକ ସଂଯୋଜକ ଦଶରଥ ମେହେର ସଂଯୋଜନା କରି ଥିବା ବେଳେ ଏଥିରେ ରାଜେଶ ସ୍ବାଇଁ ସହଯୋଗ କରିଥିଲେ । କାଯ୍ୟକ୍ରମ କୁ  ତର୍ପଣ ପ୍ରଧାନ ଏବଂ ସତ୍ୟନାରାୟଣ ସାହୁ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମ ଆୟୋଜନରେ ମଞ୍ଚର ସମସ୍ତ ସଭ୍ୟ ସଦସ୍ୟା ସହଯୋଗ କରିଥିଲେ ।ମଙ୍ଗଳବାର ସନ୍ଧ୍ୟାରେ ସମ୍ବଲପୁରୀ ହାସ୍ୟ ବ୍ୟଙ୍ଗ କବିତା ଆସର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like