-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଲୋୟେର ପିଏମଜି ରେ ଡବଲ ଇଞ୍ଜିନ ସରକାର ବିରୋଧୀ ରେ ଅଜିତ

10-Dec-2024



କଣ୍ଟାବାଞ୍ଜି(ପ୍ରେରଣା ଖବର): ରାଜ୍ଯ ରାଜଧାନୀ ଭୁବନେଶ୍ୱର ର ଲୋୟର ପିଏମଜି ରେ ଗତ କିଛି ଦିନ ଧରି ଚାଲିଥିବା ମିଶନ ଶକ୍ତି ର ଜିପିଏଲ ଏଫ ମହିଳାଙ୍କ ମାନେ ୧୦ ଦଫା ଦାବୀ ନେଇ ଧାରଣା ଦେଉଥିବା ବେଳେ ମଙ୍ଗଳବାର ସମର୍ଥନ ଜଣାଇ ଧାରଣା ରେ ବସି ଡବ ଇଞ୍ଜିନ ସରକାର ଙ୍କ ଉପରେ ବର୍ଷିଲେ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ସରପଞ୍ଚ ତଥା ରାଜ୍ୟ ବିଜେଡି ଯୁବ ସମ୍ପଦକ ଅଜିତ କୁମାର ଯୋଶୀ। ଜୀବିକା ମିଶନ ଓ ମିଶନ ଶକ୍ତି ସହ ଜଡ଼ିତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଯଥା ଏମ୍‌ବିକେ, ସିଆର୍‌ପି, ଇସି ମେମ୍ବର, ପ୍ରାଣିମିତ୍ର, କୃଷିମିତ୍ର ଓ ବ୍ୟାଙ୍କମିତ୍ର ପରି ତୃଣମୂଳ ସ୍ତରର କର୍ମଚାରୀମାନଙ୍କୁ ଗତ ୯ ମାସ ହେଲା ଦରମା ମିଳିନି। ବାରମ୍ବାର ପ୍ରତିବାଦ କଲେ ମଧ୍ୟ ରାଜ୍ୟ ସରକାର ସେମାନଙ୍କ କଥା ଶୁଣିବାକୁ ପ୍ରସ୍ତୁତ ନାହାନ୍ତି। ଗ୍ରାମାଞ୍ଚଳରେ ମହିଳାଙ୍କ ଉତ୍‌ଥାନ, ଆତ୍ମନିର୍ଭରତା କ୍ଷେତ୍ରରେ ବଳିଷ୍ଠ ଯୋଗଦାନ ରଖିଥିବା ଏହି ସ୍ୱଳ୍ପ ବେତନଧାରୀ ମହିଳାମାନଙ୍କ ପ୍ରତି ଅବିଚାରକୁ ରାଜ୍ୟବ୍ୟାପୀ ନିନ୍ଦା କରାଯାଉଥିବା ବେଳେ ସେମାନଙ୍କ ଚାକିରି ଏବଂ ଦରମାକୁ ନେଇ ରାଜ୍ୟ ସରକାର ଅସମ୍ଭବ ନିରବତା ପ୍ରଦର୍ଶନ କରୁଛନ୍ତି। ଯାହାକୁ ନେଇ ଲୋୟର ପିଏମଜିରେ ଠୁଳ ହୋଇଛନ୍ତି ହଜାର ହଜାର କର୍ମୀ। ରାଜ୍ୟର ୭୦ ଲକ୍ଷରୁ ଅଧିକ ମହିଳାଙ୍କୁ ସଶକ୍ତ, ଆତ୍ମନିର୍ଭର ଭାବେ ଗଢ଼ିତୋଳିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଶନ ଶକ୍ତି ମାଧ୍ୟମରେ ଏକାଧିକ କାର୍ଯ୍ୟକ୍ରମ, ଯୋଜନା ହାତକୁ ନେଇଥିଲେ। ଯାହାର ସୁଫଳ ମଧ୍ୟ ତୃଣମୂଳ ସ୍ତରରେ ପ୍ରତିଫଳିତ ହୋଇଥିଲା। ପ୍ରତ୍ୟେକ ଦିନ ମହିଳାମାନେ ଆତ୍ମନିର୍ଭରତାର ନୂଆ ନୂଆ କାହାଣୀ ଲେଖୁଥିବା ବେଳେ ରାଜ୍ୟର ମିଶନ ଶକ୍ତି ଆନ୍ଦୋଳନକୁ ଜାତୀୟ ସ୍ତରରେ ଭୂରି ଭୂରି ପ୍ରଶଂସା ମଧ୍ୟ ମିଳୁଥିଲା। ମାତ୍ର ରାଜ୍ୟରେ ନୂଆ ସରକାର ଆସିବା ପରଠାରୁ ଧିରେ ଧିରେ ମିଶନ ଶକ୍ତି ଶକ୍ତିହୀନ ହୋଇପଡ଼ିଲା ପରି ଲାଗୁଛି। ବିଶେଷକରି ୯ ମାସ ହେଲାଣି ସେମାନେ ଦରମା ପାଇନଥିବା ବେଳେ ଏହାର ଉତ୍ତର ଦେବାକୁ ସରକାର ପଛଘୁଞ୍ଚା ଦେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like