-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ହାସ୍ୟ ବ୍ୟଙ୍ଗ କବିତା ରେ ଦର୍ଶକ ବିଭୋର *ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ର ତୃତୀୟ ସନ୍ଧ୍ୟା*

10-Dec-2024



 

     ସମ୍ବଲପୁର : (ସଂଜବ୍ ପାଣିଗ୍ରାହୀ) - ସମ୍ବଲପୁର ଜେଲ ଛଳ ନିକଟସ୍ଥ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା ଠାରେ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ରେ ମଙ୍ଗଳବାର ସନ୍ଧ୍ୟାରେ ସମ୍ବଲପୁରୀ  ହାସ୍ୟ ବ୍ୟଙ୍ଗ କବିତା ରେ ଦର୍ଶକ ବିଭୋର  ହୋଇଥିଲେ। ମୁନିରାମ କୂମ୍ଭାର, ଦେବେନ୍ଦ୍ର ସାହୁ, ମନୋରଞ୍ଜନ ଲୁହା,ଚିତ୍ତ ପଣ୍ଡା ଏବଂ ନକୁଳ ମେହେର ସମ୍ବଲପୁରୀ ପାଠ କରିଥିଲେ। କାର୍ଯ୍ୟକ୍ରମକୁ ଗୁଣ ରଞ୍ଜନ ସାଲିମା ସଂଯୋଜନା କରିଥିଲେ।

   ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ର ତୃତୀୟ ସନ୍ଧ୍ୟାରେ  ରେ ଦୀର୍ଘ ୭ ବର୍ଷ ହେବ ଅଗଷ୍ଟ ଏକ ତାରିଖରେ ସମ୍ବଲପୁରୀ ଦିନ ଆୟୋଜନ କରୁଥିବା ପଶ୍ଚିମାଞ୍ଚଳ ଏକତା ମଞ୍ଚ ସୋନପୁର ଶାଖା, ବୋୖଦ୍ଧ ଶାଖା ଏବଂ ବାଉଶୁଣୀ ସାଂସ୍କୃତିକ କଲା ପରିଷଦକୁ ସମ୍ବର୍ଧିତ କରାଯାଇଥିଲା । ‌ସେହିପରି ସନ୍ଧ୍ୟାରେ ସମ୍ବଲପୁର କଲା କେନ୍ଦ୍ର, ବିଦ୍ୟା ଶ୍ରୀ କଲାପରିଷଦ ଏବଂ ଉତ୍ତମ ଗୃପ ପକ୍ଷରୁ 
ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରିଥିଲେ ।  କାର୍ଯ୍ୟକ୍ରମକୁ ସାଂସ୍କୃତିକ ସଂଯୋଜକ ଦଶରଥ ମେହେର ସଂଯୋଜନା କରିଥିଲେ । ସେହିପରି ଅପରାହ୍ନରେ ସମ୍ବଲପୁରୀ କୁଇଜ ପ୍ରତିଯୋଗିତାରେ ବିଭିନ୍ନ ହାଇସ୍କୁଲର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। କାଯ୍ୟକ୍ରମ କୁ  ତର୍ପଣ ପ୍ରଧାନ ଏବଂ ସତ୍ୟନାରାୟଣ ସାହୁ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମ ଆୟୋଜନରେ ମଞ୍ଚର ସମସ୍ତ ସଭ୍ୟ ସଦସ୍ୟା ସହଯୋଗ କରିଥିଲେ । ବୁଧବାର ବାର ସନ୍ଧ୍ୟାରେ କୁମ୍ଭାରୀ ଭଗବାନ ପାର୍ଟି ଦ୍ବାରା  ବୀର ସୁରେନ୍ଦ୍ର ସାଏ ସମ୍ବଲପୁରୀ ନାଟକ  ଆୟୋଜନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like