-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଏଫ.ଏ.କୟୁ ମାନର ଧାନକୁ ନେଉନାହାନ୍ତି ମିଲର, ଖୋଲା ଆକାଶ ତଳେ ପଡ଼ିରହିଛି ୧୮୦୦୦ ବସ୍ତା ଧାନ

11-Dec-2024



ଜମନକିରା,ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ ଧାନ ମଣ୍ଡିରେ ପ୍ରାୟ ୧୮୦୦୦ ବସ୍ତା ଧାନ ଖୋଲା ଆକାଶ ତଳେ ପଡ଼ି ରହିଛି। ସରକାର ଏଫ.ଏ.କୟୁ ମାନର ଧାନକୁ ପ୍ରାଧାନ୍ୟ ଦେଇ କିଲୋ ପ୍ରତି ୩୧ ଟଙ୍କା ପ୍ରଦାନ କରୁଥିବା ବେଳେ ମିଲର ଙ୍କ ମନମୁଖୀ କାର୍ଯ୍ୟ ପାଇଁ ଧାନ ମଣ୍ଡି ରୁ ଉଠି ପାରୁ ନାହିଁ। ଚାଷୀଙ୍କ କହିବା ଅନୁଯାଇ ଭୋଜପୁର ମଣ୍ଡିକୁ ଆସୁଥିବା ଧାନ ଏଫ.ଏ.କୟୁ ମାନର ହୋଇଥିବା ଯୋଗୁଁ ମିଲର ମାନେ ଏହାକୁ ନେବାପାଇଁ କୁଣ୍ଠାବୋଧ କରୁଛନ୍ତି ଯେଉଁଥିପାଇଁ ଭୋଜପୁର ମଣ୍ଡି କୁ ଆସିଥିବା ଚାରି ଜଣ ମିଲର ଏଠାରୁ ଧାନ ସଂଗ୍ରହ କରିବାକୁ ମନା କରିଦେଇଛନ୍ତି। ମିଲର ପକ୍ଷରୁ ଭୋଜପୁର ମଣ୍ଡି ରେ ଥିବା ବିଭିନ୍ନ ଚାଷୀଙ୍କ ଧାନ ଯାଞ୍ଚ କରିଥିଲେ ହେଲେ ଏହି ଧାନ ଏଫ ଏ କୟୁମାନର ଥିବାରୁ ସେମାନେ ଧାନ କ୍ରୟ ନ କରି ଫେରିଯାଇ ଥିଲେ ଏଭଳି ପରିସ୍ଥିତିରେ ଚାଷୀଙ୍କୁ ଧାନ ବିକ୍ରି କରିବାକୁ ଅନେକ କଷ୍ଟ ହେଉଛି। ହେଲେ ବର୍ତମାନ ପରିସ୍ଥିତି ରେ ଚାଷୀ ତାର ଧାନ କାହାକୁ ବିକ୍ରି କରିବ ତାହା ଚିନ୍ତାର ବିଷୟ ଏଭଳି ପରିସ୍ଥିତି ରେ ଭୋଜପୁର ଅଞ୍ଚଳ ରେ ଦଲାଲ ମାନେ ସକ୍ରିୟ ହୋଇ ଚାଷୀଙ୍କ ଠାରୁ ଧାନ କମ ଦାମ ରେ ନେଇ ସିଧାସଳଖ ମିଲର କୁ ବିକ୍ରି କରିବାକୁ ଏକ ସୁଯୋଗ ବୋଲି ସାଧାରଣ ରେ ଚର୍ଚ୍ଚା ହେଉଛି। ଏପରିକି ମଣ୍ଡି ଖୋଲିବା ଦିନରୁ ଆଜି ପର୍ଯ୍ୟନ୍ତ ଏହି ଧାନ ମନ୍ଦିରୁ ଥରେ ମଧ୍ୟ ଧାନ ଗାଡି ଉଠି ନହିଁ ଏଥିପାଇଁ ଏହା ଚାଷୀଙ୍କ ପାଇଁ ମୁଣ୍ଡ ବ୍ୟଥା ର କାରଣ ପାଲଟିଛି । ଭୋଜପୁର ମଣ୍ଡି କୁ ଆସୁଥିବା ଚାଷୀଙ୍କ ଧାନ ଉତ୍ତମ ମାନର ଏ ଗ୍ରେଡ଼ ରେ ଏଫ.ଏ.କୟୁ ମାନରଧାନ ହୋଇଥିବା ରୁ ମିଲର କଟନୀ ଛଟନି କରିପାରୁନାହାନ୍ତି ଓ ଚାଷୀଙ୍କ ଠାରୁ ଧାନ ନ କିଣି ମଣ୍ଡିରୁ ପଳାଉଛନ୍ତି ଯେଉଁଥି ପାଇଁ ଦଲାଲ ମାନେ କମ ଦାମ ରେ ଚାଷୀଙ୍କ ଠାରୁ ଧାନ କିଣି ନେଉଥିବାରୁ ସରକାର ଙ୍କ ପକ୍ଷରୁ ଧାନ କୁଣ୍ଟାଲ ପିଛା ୩୧୦୦ ଟଙ୍କା ପ୍ରଦାନ କୁ ନେଇ ସାଧାରଣ ରେ ପ୍ରଶ୍ନ ବାଚି ସୃଷ୍ଟି ହେଉଛି କି ମିଲର ଧାନ ନ କିଣିଲେ ଚାଷୀଙ୍କ ଠାରୁ ଧାନ କିଏ ନେବ।
(ଜମନକିରାରୁ ନାଗମା ବେଗମଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like