-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଯୁବକଙ୍କ ନିଖୋଜ ଘଟଣାକୁ ନେଇ ବିଜେଡି ର ସାମ୍ବାଦିକ ସମ୍ମିଳନୀ- କଂଗ୍ରେସ ହୀନ ରାଜନୀତି କରୁଛି- ବିଜେଡି

09-Jan-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଜିଲ୍ଲା ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜଣେ ଯୁବକଙ୍କ ଅପହରଣ ମାମଲାରେ ବିଜେଡି ର ଜଣେ ଯୁବ ନେତାଙ୍କ ହାତ ଥିବା ଓ ତାଙ୍କୁ ଗିରଫ କରାଯିବାକୁ କଂଗ୍ରେସ ଦାବି କରିଥିବାବେଳେ ଆଜି କଂଗ୍ରେସ କୁ ଟାର୍ଗେଟ କରିଛି ବିଜେଡି l ଆଜି ବିଜେଡି ପକ୍ଷରୁ ଉକ୍ତ ଅଭିଯୋଗକୁ ଖଣ୍ଡନ କରାଯାଇଛି ଓ ତାହା କଂଗ୍ରେସର ର ହୀନ ରାଜନୀତି ବୋଲି କୁହାଯାଇଛି। ସୂଚନା ଅନୁଯାୟୀ ମାଙ୍କଡ଼ ଚୁଆଁ ଗ୍ରାମର ଜଣେ ଯୁବକ ନିଖୋଜ ହୋଇଥିବା ନେଇ ଶୁକ୍ରବାର ଦିନ କଂଗ୍ରେସ ପକ୍ଷରୁ ସଦର ଥାନା ଘେରାଉ କରାଯାଇଥିଲା ଓ ସାମ୍ବାଦିକ ସମ୍ମିଳନୀ କରାଯାଇ ଗ୍ରାମର ସରପଞ୍ଚ ରାଜେନ୍ଦ୍ର ହୋତା ଉକ୍ତ ଯୁବକ ଙ୍କୁ ଅପହରଣ କରି ମାଡ ମରାଯାଇଛି ଏବଂ ତାଙ୍କୁ ଗିରଫ କରାଯାଇ ପଦବୀରୁ ବହିଷ୍କାର କରାଯାଉ ବୋଲି ଦାବି କରାଯାଇଥିଲା । ଏହି ସମ୍ମିଳନୀରେ ବିଜେଡି ର ବିନୁ ସତପଥୀ, ଗୁଂଞ୍ଜ ଖାଁ, ବି ଜେ ଡି ଜିଲ୍ଲା ଛାତ୍ର ସଭାପତି ରାଜେନ୍ଦ୍ର ହୋତା, ବିଜେଡି ଜିଲ୍ଲା ଯୁବ ସଭାପତି, ଟିମା ମହାନ୍ତି, ବରିଷ୍ଠ ବିଜେଡି ନେତା ଲକ୍ଷ୍ମଣ ମେହେର ଓ  ପ୍ରଦୀପ ସାହୁ ଙ୍କ ସମେତ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତ ଥିଲେ। 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026

You Might Also Like