-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

କୁଚିଣ୍ଡା ବିଦ୍ୟା ମନ୍ଦିରରେ ଭାରତୀୟ ଭାଷା ଦିବସ ଓ କବି ସୁବ୍ରମଣ୍ୟମ ଭାରତୀ ଙ୍କ ଜୟନ୍ତୀ ଉତ୍ସବ ପାଳିତ

11-Dec-2024




କୁଚିଣ୍ଡା:(ସଂଜୀବ ପାଣିଗ୍ରାହୀ) : ସମ୍ବଲପୁର ଜିଲ୍ଲା କୁଚିଣ୍ଡାସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସଭା କକ୍ଷରେ ପ୍ରଧାନ ଆଚାର୍ଯ୍ୟ ପ୍ରଣବ କୁମା ଦ୍ଵିବେଦୀଙ୍କ ସଭାପତିତ୍ବରେ ଭାରତୀୟ ଭାଷା ଦିବସ  ଓ ବିଶିଷ୍ଟ ତାମିଲ କବି ,ସ୍ବାଧିନତା ସଂଗ୍ରାମୀ ସୁବ୍ରମଣ୍ୟମ ଭାରତୀ ଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି ।ଗତ ଚାରି ତାରିଖ ଠାରୁ ଆରମ୍ଭ ହୋଇ ଥିବା ସପ୍ତାହ ବ୍ୟାପୀ ଏହି କାର୍ଯ୍ୟକ୍ରମର ଆଜିର ଉଦଯାପନ ଦିବସରେ  ବିଶିଷ୍ଟ ସାହିତ୍ୟିକ ଓ ଭାଷାବିତ୍ ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ତାମିଲ ଭାଷାର କବି ସୁବ୍ରମ ନ୍ୟମ ଭାରତୀ ଭାରତ ଏକତାର ପ୍ରତୀକ ଥିଲେ ବୋଲି କହିଥିଲେ ।ସେ ତାଙ୍କ ଭାଷଣରେ ମାତୃ ଭାଷାକୁ ଅଗ୍ରାଧିକାର ଦେବା ସହ ଅନ୍ୟ ଭାରତୀୟ ଭାଷାକୁ ମଧ୍ୟ ସମ୍ମାନ ଦେବାକୁ ଆହ୍ବାନ ଦେଇଥିଲେ ।ପ୍ରାରମ୍ଭରେ ଗୁରୁମା ଲଳନା ସେନାପତି ପ୍ରାରମ୍ଭିକ ସୂଚନା ଓ ଅତିଥି ପରିଚୟ ସହ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ।ଅବସର ପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ଶତପଥୀ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟ ଅତିଥି ଶ୍ରୀ ନାୟକଙ୍କୁ ଭାଷା ସମ୍ମାନ  ସୂଚକ ମାନପତ୍ର ପ୍ରଦାନ କରି ସମ୍ବର୍ଧନା ପ୍ରଦାନ କରିଥିଲେ । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଶ୍ରୀ ନାୟକ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । ଶେଷରେ ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ହାତୀ ଧନ୍ୟବାଦ ଅର୍ପଣ କରିଥିଲେ ।ଏହା ପରେ ଅତିଥି, ଗୁରୁ,ଗୁରୁମ ଓ ଶତାଧିକ ଛାତ୍ର,ଛାତ୍ରୀ ଓଡ଼ିଆରେ ସ୍ୱାକ୍ଷର କରିବା ସହ ମାତୃ ଭାଷାକୁ ସମ୍ମାନ ଦେବାକୁ ଶପଥ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like