-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

*ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ଯୋଗ ଦେଲେ ବିଜେପି ର ଶତାଧିକ କାର୍ଯ୍ୟକର୍ତ୍ତା*

11-Dec-2024



ନବରଙ୍ଗପୁର-(ମିହିର ଶଙ୍କର ପାତ୍ର)
ଡାବୁଗାଁ ମଣ୍ଡଳ ସଭାପତି ଜେ ରାଜଶେଖର ରାଓ ଓ କୃଷକ ମୋର୍ଚ୍ଚା ସଭାପତି ଜି କିରଣ କୁମାର ଙ୍କ ଦ୍ଵାରା ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ଯୋଗଦେଲେ ବିଜେପି ର ତିନି ଶହ ରୁ ଊର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା। ଏହି ଅବସରରେ ଏକ ବୈଠକ କୁ ସଞ୍ଚାଳନ କରିଥିଲେ କୃଷକ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର। ବିଜେପି ର ବରିଷ୍ଠ ନେତା ସୋମନାଥ ପୂଜାରୀ, ପାପଡାହାଣ୍ଡି ସଭାପତି କ୍ଷେତ୍ରମୋହନ ପାତ୍ର, ଭାସ୍କର ମହାପାତ୍ର, ହରି ପାଣିଗ୍ରାହୀ, ମନୋରମା ନାୟକ, ଭୀମସେନ ଜେନା, ଯୁବମୋର୍ଚ୍ଚା ସଭାପତି ଓ୍ବାଈ ରାଜକୁମାର ଏବଂ ରତ୍ନ କଲାର ମଞ୍ଚାସିନ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଦଶମୁ କଲାର, ହରି ଡଙ୍ଗରୀ , ନରସିଂହ ଭତ୍ରା, ଜ୍ଯୋତ୍ସୋନା ନାୟକ, ଲକ୍ଷ୍ମୀ ଜାନୀ, କାଞ୍ଚନ ହରିହର, ଆସ୍ତମା ଗୌଡ଼, ଚନ୍ଦ୍ରକଳା ରାଓ, ଜେ ଭେଙ୍କଟ ରାଓ,  ସନୁ ମାଝୀ, ଧନସିଂ ଭତ୍ରା, ଗୋବିନ୍ଦ ମାଝୀ, ଦିନବନ୍ଧୁ ମାଝୀ, ପୂର୍ବତନ ମଣ୍ଡଳ ସଭାପତି ରବିନ୍ଦ୍ର ପାଳ ଓ ଭାସ୍କର ସୁନା, ଭଗତ କଲାର, ସ୍ବାଧୀନ ପଟ୍ଟନାୟକ, କମଳୁ ଗୌଡ଼, ଗିରି ମାଝୀ, କବିରାଜ ମାଝୀ , ଭଦର ହରିଜନ, ରାମନା ରେଲି,  ଦିଆନ ଜାନୀ, ଗୁଣଧର ଭତ୍ରା, ଜଳନ୍ଧର ମାଝୀ, ତଥା ତିନି ଶହ ରୁ ଊର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ବୈଠକରେ ଉପସ୍ଥିତ ଥିଲେ। ଅଧିକ ଏକ୍ଟିବ୍  ମେମ୍ବର କରିବା ପାଇଁ ମଞ୍ଚାସିନ ବକ୍ତା ମାନେ କାର୍ଯ୍ୟକର୍ତ୍ତା ମାନଙ୍କୁ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like