-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀ ଡାଇମଣ୍ଡ ଜୁବଲି ପାଳନ ଅବସରରେ ଯୋଗାସନ ପ୍ରତିଯୋଗିତା

11-Dec-2024



ବଲାଙ୍ଗୀର: ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ ଦିନ ଧରି ହେବାକୁ ଯାଉଥିବା ପତିତପାବନ ଏକାଡେମୀ ର ହୀରକ ଜୟନ୍ତୀ ଅବସରରେ ଆଜି ବିଭିନ୍ନ୍ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l

ପିପି ଏକାଡେମୀର ପ୍ରଧାନ ଶିକ୍ଷକ ସିନୁ ସୂନ୍ଦର ପାଢୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୧୦ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ l ବିଚାରକ ଭାବେ ପୂରାତନ ଛାତ୍ର ଶଶୀ ଶେଖର ପଣ୍ଡା,  ସଂଜୀବ ବାବୁ, ସଶ୍ମିତା ରାଣୀ ମିଶ୍ର

ଯୋଗଦେଇ କୃତୀ ପ୍ରତିଯୋଗୀମାନଙ୍କ ନାମ ଘୋଷଣା କରିଥିଲେ l ଯୋଗାସନ ବାଳକ ବିଭାଗରେ ପତିତପାବନ ଏକାଡେମୀ ର ରାହୁଲ ସୁନା ପ୍ରଥମ,  ପୃଥ୍ୱୀରାଜ ହାଇସ୍କୁଲର ମିଲନ ପୁଟେଲ ଦ୍ଵିତୀୟ  ଓ ପତିତପାବନ ଏକାଡେମୀର ଜନାର୍ଦ୍ଦନ ସେଠ୍  ତୃତୀୟ ସ୍ଥାନ ଅଧିକାର କରିଥିଲେ l ସେହିପରି ବାଳିକା ବିଭାଗରେ ଚିକଲବାହାଲ ହାଇସ୍କୁଲର ଚିନ୍ମୟୀ ପ୍ରଧାନ ପ୍ରଥମ, ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ତପସ୍ଵିନୀ ନାଏକ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ l ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକ୍ଷୟିତ୍ରୀ ଅଂଶୁପା ଭୋଇ,  ଖୁସବୁ ବେଗମ୍  ଓ ଅନ୍ୟମାନେ ସହଯୋଗ କରିଥିଲେ l ସ୍କୁଲର ପୂରାତନ ଛାତ୍ର ହେମନ୍ତ ପଣ୍ଡା, ମନୋରଞ୍ଜନ ସାହୁ,  ମହେନ୍ଦ୍ର ଦର୍ଜି, ଅମିୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like