-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||     

HOME   ଜିଲ୍ଲା

ବିଜ୍ଞାନ, ଗଣିତ,ପରିବେଶ ମେଳା ଓ ଶିକ୍ଷଣ ସହାୟକ ସାମଗ୍ରୀ  ପ୍ରଦର୍ଶନ 

11-Dec-2024



ବରଗଡ଼/ଅତାବିରା(ଆକାଶ ମିଶ୍ର): ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ପ୍ରଥମ ଥର ପାଇଁ ବିଜ୍ଞାନ, ଗଣିତ,ପରିବେଶ ମେଳା ଓ ଶିକ୍ଷଣ ସହାୟକ ସାମଗ୍ରୀ  ପ୍ରଦର୍ଶନ ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା l ଉପଜିଲ୍ଲାପାଳ, ବରଗଡ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବରଗଡ଼ ତାହିର ହୁସେନ, ସହକାରୀ ଜିଲ୍ଲାପାଳ, ବରଗଡ଼ ମଦନଲାଲ ପଣ୍ଡା, ଜର୍ଜ ସରକାରୀ ଉଚ୍ଚବିଦ୍ୟାଳୟ, ବରଗଡ଼ର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ଶାଶ୍ଵତୀ ଦାଶ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମାଜସେଵୀ ପ୍ରିତମ ସିଂ, ପ୍ରଧାନଶିକ୍ଷକ- ଅଭୟ କୁମାର ପଧାନ, କିଶୋର ଚନ୍ଦ୍ର ସାହୁ ଓ ମେଘନାଦ ସାହୁ ମଞ୍ଚାସୀନ ଥିଲେ l ଅତିଥିଗଣ ଦୃଷ୍ଟିହୀନ ଓ ବଧିର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ୩୩ ଗୋଟି ପ୍ରକଳ୍ପ ବୁଲି ଦେଖିବାସହ, ଏହାର ଭୂୟଶୀ ପ୍ରଶଂସା କରିଥିଲେ l ଏହା ଏକ ଐତିହାସିକ କାର୍ଯ୍ୟକ୍ରମ ବୋଲି ମୁଖ୍ୟ ଅତିଥି ଶ୍ରୀ ପାଣ୍ଡେ ମତବ୍ୟକ୍ତ କରିଥିଲେ l ଏହି। ଅବସରରେ ଦୃଷ୍ଟିହୀନ, ବଧିର ଓ ବୌଦ୍ଧିକ ଅକ୍ଷମତା ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନକ ଦ୍ୱାରା ପ୍ରସ୍ତୁତ ଶିକ୍ଷଣ ସହାୟକ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା l ଶିକ୍ଷକ ଓ

ଶିକ୍ଷୟତ୍ରୀ ସହାୟତାରେ ଛାତ୍ରଛାତ୍ରୀମାନେ ଖୁବ ସୁନ୍ଦର ଶିକ୍ଷଣୀୟ ସାମଗ୍ରୀ ସହ ପ୍ରକଳ୍ପ ମାନ ପ୍ରସ୍ତୁତ କରି ମେଳାରେ ପ୍ରଦର୍ଶନ କରିଥିଲେ l ସମସ୍ତ ପ୍ରକଳ୍ପରେ ଭାଗନେଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା l ମେଲା କୁ ନିଶାମଣି ଉଚ୍ଚ ବିଦ୍ୟାଳୟ ଓ ଶକ୍ତି ନଗର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମାନେ ପରିଦର୍ଶନରେ ବିଦ୍ୟାଳୟକୁ ଆସିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କମିଟିର ବରିଷ୍ଠ ସଦସ୍ୟ ସମାରୁ ପଧାନ, ଗୋବିନ୍ଦ ପାଳି ଉଚ୍ଚପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାର୍ତ୍ତିକ ସାହୁ,ପବିତ୍ର ଦେହେରୀ, ଦିବାକର ମାଝୀ, ନନ୍ଦିଘୋଷ ମହାପାତ୍ର, ରମେଶ ଦାଶ ଓ ଅନ୍ୟ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ l ପରିଶେଷରେ ଦୃଷ୍ଟିହୀନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭୟ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026

You Might Also Like