-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||     

HOME   ଜିଲ୍ଲା

ବହୁ ବାଦବିବାଦ ପରେ ବଲାଙ୍ଗୀର ଲୋକକଳା, ସାହିତ୍ୟ, ସଂସ୍କୃତିର ମହାକୁମ୍ଭ ଲୋକଉତ୍ସବ ଅନୁଷ୍ଠିତ ହେବ, ଜାନୁଆରୀ ୨୦ ରୁ ଲୋକଉତ୍ସବ

11-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଦ୍ଵାବିଂଶତମ ବଲାଙ୍ଗିର ଲୋକ ଉତ୍ସବ ପାଇଁ ଆଜି ପ୍ରସ୍ତୁତି ବୈଠକ ସଦର ମହକୁମା ସ୍ଥିତ ସଂସ୍କୃତି ଭବନରେ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି | ଏଥର ଜାନୁଆରୀ ୨୦ ରୁ ୨୨ ଯାଏଁ ମହୋତ୍ସବ ଅନୁଷ୍ଠିତ ହେବ | ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ହେଇଥିବା ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ସମସ୍ତ ଉପସ୍ଥିତ ଅଧିକାରୀ ତଥା ବ୍ୟକ୍ତି ବିଶେଷଙ୍କୁ  ସ୍ୱାଗତ କରିଥିଲେ | ଜିଲ୍ଲାପାଳ ସ୍ଥାନୀୟ କଳାକାର ଏବଂ

ଲୋକ ସଂସ୍କୃତିକୁ ନେଇକି ଲୋକ ଉତ୍ସବ ପାଳନ ହେବାକୁ ପ୍ରତିଶୃତି ଦେଇଛନ୍ତି । ଏକ କୋର କମିଟି ଗଢିବା ସହ ବିଭିନ୍ନ ସବ କମିଟି ଗଠନ ହେଇଥିଲା | ସମସ୍ତ ସବକମିଟିର ସଭାପତି ଅଧିକାରୀ ରହିବା ସହ ବୁଦ୍ଧିଜୀବୀ ତଥା ମାନ୍ୟଗଣ୍ୟ ବ୍ୟକ୍ତି ମାନେ ସହ ସଭାପତି ଭାବେ ମନୋନୀତ ହୋଇଥିଲେ । ପୂର୍ବ ବର୍ଷଗୁଡିକରେ ରହିଥିବା ବ୍ୟକ୍ତିଙ୍କ ବଦଳରେ ନୂତନ କମିଟି ସହସଭାପତି ବଛା ଯାଇଥିଲା। ଫାଇନାନ୍ସ ସବକମିଟିର ସହସଭାପତି ଦେବଦତ୍ତ ବେହେରା ମନୋନୀତ ହେଇଥିବା ବେଳେ, ସ୍ମରଣିକା କମିଟି ସହସଭାପତି ରୂପେ ସନ୍ଦୀପ କୁଅଁର, ପବ୍ଲିସିଟି କମିଟି ସହସଭାପତି ଶରତ ଚନ୍ଦ୍ର ମିଶ୍ର, ପଡିଆ ମ୍ୟାନେଜମେଣ୍ଟର ସହସଭାପତି ବିକାଶ ସା , ଖାଦ୍ୟ କମିଟି ସହସଭାପତି ଘନଶ୍ୟାମ ପଶାୟତ, ସେମିନାରର ସହସଭାପତି ସନାତନ ଠାକୁର, ସାଂସ୍କୃତିକ କମିଟି ସହସଭାପତି ବିନୋଦ କାଳସାଇ, ଶ୍ରୀପଦା ଷଡଙ୍ଗୀ, ଷ୍ଟେଜ କମିଟି ର ପ୍ରହଲାଦ ଦର୍ଜି ଏବଂ ରିସେପସନ କମିଟିର ଗୋପାଲଜୀ ପାଣିଗ୍ରାହୀଙ୍କୁ ବଛାଯାଇଛି । ସର୍ବସମ୍ମତି କ୍ରମେ ଏହି କମିଟି ସହସଭାପତି ମନୋନୀତ ହେଇଥିଲେ | ଜିଲ୍ଲାର ବିଭିନ୍ନ ଅଧିକାରୀ ମାନେ ଏହି କମିଟି ସଭାପତି ରହିବେ | ଏହି ସମୟରେ ପଲ୍ଲିଶ୍ରୀ ମେଳା ଏବଂ ବିଭିନ୍ନ ବିଭାଗ ଦ୍ବାରା ପ୍ରଦର୍ଶିତ ଷ୍ଟଲରେ ଲୋକଭିମୁଖୀ ଯୋଜନା ପ୍ରଦର୍ଶିତ କରାଯିବ | ପାର୍କିଂ ଏବଂ ଟ୍ରାଫିକ ବ୍ୟବସ୍ଥା ପୋଲିସ ତରଫରୁ କରାଯିବ। ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟାନନ୍ଦ ସେଠୀ,  

ଏବଂ ଜିଲ୍ଲା ପରିଷଦ ମୁଖ୍ୟ ଉନୟନ ଅଧିକାରୀ ପ୍ରଭାତ ମହାପାତ୍ର, ଡୁଡା ପ୍ରକଳ୍ପ ନିର୍ଦେଶକ ପ୍ରଫୁଲ୍ଲ କୁଜୂର, ଟିଟିଲାଗଡ ଉପଜିଲ୍ଲାପାଳ ରେହାନ ଖେତ୍ରୀ, ପାଟଣାଗଡ଼ ଉପଜିଲ୍ଲାପାଳ ସୁନିଲ ମେହେର, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ ପଟେଲ, ଏସଡିପିଓ ପ୍ରଦୀପ ସାହୁ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ | ଜିଲ୍ଲା ସଂସ୍କୃତି ଅଧିକାରୀ ଧନ୍ୟବାଦ ଅର୍ପଣ କରିଦେଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026

You Might Also Like