-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବିଷୟରେ କାର୍ଯ୍ୟକ୍ରମ

11-Dec-2024



ତୁରେକେଲ(କୈଳାସ ସଗ୍ରିଆ) ଆଜି ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଶିଶୁ ସୁରକ୍ଷା ୟୁନିଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୋଷ୍ୟ ସନ୍ତାନ ଗ୍ରହଣ  ତଥା ପ୍ରତିପାଳନ ଶିଶୁଯତ୍ନ ଉପରେ ଆଧାରିତ ବିଷୟ ସଚେତନତା କାର୍ଯ୍ୟକ୍ରମରେ ତୁରେକେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣାନନ୍ଦ ପଟେଲଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲା

ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ଅରୁଣ କୁମାର ଖୁଆସ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରତ୍ନମଣି ବାରା ଏବଂ ଏବିଷୟରେ ନେଇ ସି ଡି ପି ଓ ମହୋଦୟା କହିଥିଲେ ଯେ,ମା ଗର୍ଭରୁ ଆରମ୍ଭ କରି ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଶିଶୁ ଓ ମହିଳା ବିଭାଗ ତରଫରୁ ଶିଶୁର ବିକାଶ ଓ ସୁରକ୍ଷା ଏବଂ ସର୍ବାଙ୍ଗୀନ ଉନ୍ନତି ସକାଶେ ବିଭିନ୍ନ ପ୍ରକାର ଯୋଜନାରେ ଅନ୍ତର୍ଭୁକ୍ତ ହେବା କଥା ତଥା ସେ ସୁବିଧା କରାଯାଇଅଛି।ବ୍ଲକ୍ ର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗାଁରେ ବିକାଶ ଅଧିକାରୀ ଗଜାନନ ନାୟକ ପୋଷ୍ୟ ସନ୍ତାନ ଗ୍ରହଣରେ ଆଇନଗତ ବିଧି ବ୍ୟବସ୍ତା ଉପରେ ବିଶେଷ ଭାବରେ ଜଣାଇଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଅଣଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର ପ୍ରମୂଖ ଯୋଗଦାନ କରି ଆଇନ୍

ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ବିଷୟରେ ପ୍ରତ୍ୟାଶୀ ପୋଷ୍ୟ ସନ୍ତାନ ଗ୍ରହଣକାରିଙ୍କ ସମ୍ପୂର୍ଣ୍ଣ ବିବରଣୀ ଯୋଗ୍ୟତା, carings  ପୋର୍ଟାଲ ମାଧ୍ୟମରେ ପୋଷ୍ୟ ସନ୍ତାନ ପାଇଁ ଆଗ୍ରହି ବ୍ୟକ୍ତିଙ୍କ ଆବେଦନ ତଥା ପ୍ରତିପାଲନ ଯତ୍ନ ବ୍ୟବସ୍ଥା ଓ ପ୍ରତିପାଲନ ଯତ୍ନ ନିମନ୍ତେ ବ୍ୟବସ୍ଥାରୁ ଶିଶୁକୁ ପୋସ୍ୟ ସନ୍ତାନ ରୂପେ ଗ୍ରହଣ ଉପରେ ବିଶଦ ଭାବରେ ପ୍ରକାଶ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା  ଫୋଷ୍ଟର କେଆର, ଯଶୋଦା, ପନସର୍ସିପ୍ , ଗ୍ରିନ ପେସେଜ୍ ଯୋଜନା ଉପରେ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ତୁରେକେଲା ବ୍ଲକ୍  ରୁ ଉପସ୍ଥିତ ଥିବା ଆଶା,ଅଙ୍ଗନୱାଡ଼ି, ଏ.ଏନ୍.ଏମ୍ ଓ ସୁପରଭାଇଜର ପ୍ରମୁଖ  ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like