-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ରାହ୍ମଣ ସମାଜ ପକ୍ଷରୁ ଗୀତା ଜୟନ୍ତୀ

11-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ବୁଧବାର ସମାଜର ଅସ୍ଥାୟୀ କାର୍ଯ୍ୟାଳୟ ନଳିନୀ ନିବାସ ଠାରେ ଗୀତା ଜୟନ୍ତୀ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି  l ସମାଜର ସମ୍ପାଦକ ସନ୍ତୋଷ କୁମାର ବିଶିଙ୍କ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l  କଣ୍ଟାମାଳ ବ୍ରହ୍ମ ସମାଜର ସମସ୍ତ ସଦସ୍ୟ ମାନଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ଓ ଗୋପାଳ ସହସ୍ର ନାମ ପାଠ କରାଯାଇଥିଲା  l  ଏଥିରେ ସିଦ୍ଧେଶ୍ୱର ପାଣିଗ୍ରାହୀ ଓ ପତ୍ନୀ ଶ୍ରୀମତୀ ଅଙ୍କିତା ପାଣିଗ୍ରାହୀ ଯଜ୍ଞକର୍ତ୍ତା ଦାୟିତ୍ୱ ତୁଲାଇଥିବାବେଳେ ଭାଗ୍ୟଧର ମିଶ୍ର ଓ ଯଜ୍ଞସେନ ମିଶ୍ର ଯଜ୍ଞ କାର୍ଯ୍ୟରେ ପୌରୋହିତ୍ୟ କରିଥିଲେ  l  ସେହିପରି ବ୍ୟାସ

ଭାବେ ପଣ୍ଡିତ ସନତ କୁମାର ମିଶ୍ର ଭଗବତ ଗୀତା ପାଠ କରି ଥିଲେ l ବ୍ରାହ୍ମଣ ସମାଜର ବସନ୍ତ କୁମାର ମିଶ୍ର, ଘନଶ୍ୟାମ ମିଶ୍ର, ପୂର୍ଣଚନ୍ଦ୍ର ମିଶ୍ର, ନବୀନ କୁମାର ବିଶି, ଶିବ ଚରଣ ବିଶି, ରମେଶ କୁମାର ପାଣିଗ୍ରାହୀ, ରଘୁନାଥ ପାଣିଗ୍ରାହୀ, ବସନ୍ତ ପାଢ଼ୀ, ଆନନ୍ଦ ଚନ୍ଦ୍ର ପାଢ଼ୀ,ହରିବନ୍ଧୁ ପୁରୋହିତ, ବିଜୟ କୁମାର ପାଣିଗ୍ରାହୀ ସମେତ ବହୁ ମହିଳା ଓ ପୁରୁଷ ସଦସ୍ୟ/ସଦସ୍ୟା ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l  କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like