-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ଏବଂ ଓଡ଼ିଶା ରସାୟନ ବିଭାଗ ର ମିଳିତ ଆନୁକୁଲ୍ୟରେ ଏକ ଦିବସୀୟ ପାଠଚକ୍ର ଅନୁଷ୍ଠିତ

11-Dec-2024



ବଲାଙ୍ଗିର:- ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ର ରସାୟନ ବିଭାଗ ଏବଂ ଓଡ଼ିଶା ରସାୟନ ବିଭାଗୀୟ ସଂସ୍କାର ମିଳିତ ଆନୁକୁଲ୍ୟରେ ଏକ ଦିବସୀୟ ପାଠଚକ୍ର ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ଏହି ପାଠଚକ୍ରରେ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ଙ୍କ ସଭାପତିତ୍ବ ରେ ଶୁଭାରମ୍ଭ ହୋଇଥିଲା। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଓଡ଼ିଶା ରସାୟନ ବିଭାଗ ସଂସ୍କାର ସଭାପତି ପ୍ରଫେସର ଅଜୟ କୁମାର ବେହେରା,ସ୍ନାତକୋତ୍ତ ପରିଷଦ ର ଅଧ୍ୟକ୍ଷ ପ୍ରଫେସର ରାଜକିଶୋର ପାତ୍ର,ରସାୟନ ବିଭାଗର ମୁଖ୍ୟ ଓ ସହାୟକ ପ୍ରଫେସର ସତ୍ୟନାରାୟଣ ଗଉଲିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।ବିଷୟ ବିଶେଷଜ୍ଞ ଭାବେ ସମ୍ବଲପୁର ବିଶ୍ବ ବିଦ୍ୟାଳୟ ର ରସାୟନ ବିଜ୍ଞାନ ବିଭାଗ ପ୍ରଫେସର ବିଜୟ କୁମାର ମିଶ୍ର,ଅମ୍ରିଶ ମିଶ୍ର,ପ୍ରଫେସର ସତ୍ୟନାରାୟଣ ସାହୁ,ପ୍ରଫେସର ହିରକ୍ ଚକ୍ରବର୍ତ୍ତୀ ଏବଂ ପଦାର୍ଥ ବିଜ୍ଞାନ ର ପ୍ରଫେସର ଦିବାକର ସାହୁ, ପ୍ରତିରକ୍ଷା ଗବେଷଣା ଉନ୍ନୟନ ପରିଷଦ ର ବୈଜ୍ଞାନିକ ଡଃ ସରୋଜ କୁମାର ସାହୁ ଯୋଗଦାନ କରିଥିଲେ।
ବିଷୟ ବିଶେଷଜ୍ଞ ମାନେ Frontiers in chemical science ର ବିବିଧ ଦିଗ ଉପରେ ପର୍ଯ୍ୟାଲୋଚନା କରିଥିଲେ।ବିଭାଗର ସହାୟକ ପ୍ରଫେସର ତଥା ଆୟୋଜକ ସଂସ୍କାର ସଂଯୋଜକ ଭାବେ ଡଃ ଅର୍ଚନାମୟୀ ବେହେରା ତାଙ୍କ ଦାୟିତ୍ଵ କୁ ସୂଚାରୁ ରୂପେ ସମ୍ପାଦନା କରିଥିଲେ।ଅନୁଷ୍ଠାନ ର ସହାୟକ ପ୍ରଫେସର ଡ଼ଃ ଗଜେନ୍ଦ୍ର କୁମାର ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ।ଏହି ଏକ ଦିବସୀୟ ପାଠଚକ୍ର ରେ ବିଶ୍ଵବିଦ୍ୟାଳୟ ର ବିଭିନ୍ନ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଧ୍ୟାପକ,ପ୍ରଧ୍ୟାପିକା,ଛାତ୍ର ଛାତ୍ରୀ ବିପୁଳ ସଂଖ୍ୟାରେ ଯୋଗଦାନ କରି ଏହି ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like