-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||     

HOME   ଜିଲ୍ଲା

ବରଗଡ ଧନୁଯାତ୍ରା ପାଇଁ ଅଣ୍ଟା ଭିଡ଼ିଲେ ବିଧାୟକ ବୃନ୍ଦ

12-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)- ମାନ୍ୟବର ବରଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ଓ ମାନ୍ୟବର ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ କୁମାର ଗଡ଼ତୀୟା ଏବଂ ମାନ୍ୟବର ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନିହାର ରଞ୍ଜନ ମହାନନ୍ଦ ଓଡ଼ିଶା ରାଜ୍ୟ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗଙ୍କ ସହ ସାକ୍ଷାତ କରିଛନ୍ତି। ବିଶେଷ କରି ଖୋଲା ଆକାଶ ତଳେ ଅନୁଷ୍ଠିତ ଧନୁଯାତ୍ରା ସମ୍ପର୍କରେ ଆଲୋଚନା ହୋଇଥିଲା।ଏହି ମହତ୍ୱପୂର୍ଣ୍ଣ ଚର୍ଚ୍ଚାରେ ଆଗାମୀ ବରଗଡ଼ ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ଏବଂ ଦୁନିଆର ସବୁଠୁ ବଡ଼ ଖୋଲା ଆକାଶ ମଞ୍ଚ ଧନୁଯାତ୍ରା ପାଇଁ ନୂଆ ଯୋଜନା ଏବଂ ଆଗାମୀ ପ୍ରସ୍ତୁତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିବା ଜଣାପଡିଛି।ରାଜ୍ୟ ସରକାରଙ୍କ ସହମତିରେ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଯାଉଥିବା ବରଗଡ଼ ଧନୁଯାତ୍ରାକୁ ୨ କୋଟିରୁ ଉର୍ଦ୍ଧ ରାଶି ମିଳିବାର ସଙ୍କେତ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026

You Might Also Like