-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||     

HOME   ଜିଲ୍ଲା

ଦୁର୍ଗେଇ ଖୋଲ ପୂଜା ୧୪ ରୁ ଆରମ୍ଭ : ପାହାଚ ଓ ବିଦ୍ୟୁତ ସଂଯୋଗ ଦାବୀ

12-Dec-2024



ପଦ୍ମପୁର: କେଉଁ ଆବହମାନ କାଳରୁ ପୁରାଣ ପ୍ରସିଦ୍ଧ  ଗନ୍ଧମାର୍ଦ୍ଦନ ଶୋଭା ପାଇଆସୁଛିବଲାଙ୍ଗିର ଜିଲ୍ଲାର ହରିଶଙ୍କର ଏବଂ ଅପରପାର୍ଶ୍ବ ବରଗଡ଼ ଜିଲ୍ଲା ର ନୃସିଂହନାଥ ଠାରେ।ଏହା ଏକ ଦୀର୍ଘ ପର୍ବତମାଳା।ଏକାଧିକ ଝରଣା କୁଲୁ କୁଲୁ ନାଦରେ ବୋହିଯାଉଛି ଏହି ପର୍ବତମାଳାର ପାଦ ଦେଶରେ।ହରିଶଙ୍କର ରେ ଭଗବାନ ଶିବ ଏବଂ ହରି ପୂଜା ପାଉଥିବା ବେଳେ ନୃସିଂହନାଥ ରେ ପ୍ରଭୁ ମାର୍ଜାର ରୂପରେ ପୂଜା ପାଇ ଆସୁଛନ୍ତି।ଏଠାକାର ପ୍ରାକୃତିକ ମନୋରମ ପରିବେଶ ଟାଣି ଆଣେ ଅନେକ ପ୍ରକୃତି ପ୍ରେମୀ ଏବଂ ଭକ୍ତଙ୍କୁ।ବର୍ଷକୁ ଥରେ ଏଠାରେ ନୃସିଂହ ଚତୁର୍ଦ୍ଦଶୀ ମେଳା ମହାଆଡମ୍ବରରେ ପାଳିତ ହୁଏ।ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଦର୍ଶକ ତଥା ଭକ୍ତଙ୍କୁ ଟାଣି ଆଣେ ଏହି ମେଳା ଏବଂ ପ୍ରାକୃତିକ ମନୋରମ ପରିବେଶ।ଏଠାରେ ବିଜେ ପ୍ରତ୍ୟକ୍ଷ  ଠାକୁରାଣୀ ମାଁ ଦୁର୍ଗେଇ ଦେବୀ।୧୪ ତାରିଖ ରୁ ମହାଆଡମ୍ବର ରେ ପୂଜାର୍ଚ୍ଚନା ହେବ।୧୪ ପ୍ରାତଃରୁ ପୂଜାରମ୍ଭ କରାଯାଇ ମଧ୍ୟରାତ୍ରୀରେ ମାନସିକ ବଳିପୂଜା ହେବ ବୋଲି ପରିଚାଳନା କମିଟି ସଭାପତି ମଧୁସୂଦନ ପାଣ୍ଡେ ସୂଚନା ଦେଇଛନ୍ତି।ପ୍ରତି ବର୍ଷ ଭଲି ଚଳିତ ବର୍ଷ ମଧ୍ୟ ମାଁ ଙ୍କ ପୂଜାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ଅନୁମାନ କରାଯାଉଛି।ମନସ୍କାମନା ପୂରଣ ପାଇଁ ଦୂରଦୂରାନ୍ତରୁ ବହୁ ମାନସିକଧାରୀ ଭକ୍ତମାନେ ଆସିଥାନ୍ତି।୧୫ ତାରିଖ ସକାଳୁ ପୂର୍ଣ୍ଣାହୁତି ଓ ଶାନ୍ତି ହୋମ ହେବ ବୋଲି କମିଟି ପକ୍ଷରୁ ଜଣାପଡିଛି।ପଶ୍ଚିମ ଓଡ଼ିଶାର ସମସ୍ତ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ଏହି ପୂଜାରେ ଯୋଗ ଦେବାକୁ କମିଟି ପକ୍ଷରୁ ବିନମ୍ର ନିବେଦନ କରାଯାଇଛି।ତ୍ରୟୋଦଶ ଶତାବ୍ଦୀରୁ ମାଁ ଦୁର୍ଗା ଦୁର୍ଗେଇ ଦେବୀ ରୂପେ ପୂଜା ପାଇ ଆସୁଛନ୍ତି।ମନଭଙ୍ଗ ଗୌନ୍ତିଆ ଙ୍କୁ ଦେବୀ ତାଙ୍କର ସ୍ଥିତି ଜାହିର ନେଇ ସ୍ୱପ୍ନାଦେଶ ଦେଇଥିଲେ।ତେଣୁ ପାଞ୍ଚ ଖଣ୍ଡ  ମୌଜା କୁ ନେଇ ବେଶ ଧୁମ୍‌ଧାମ୍‌ରେ ପାଳିତ ହୋଇ ଆସୁଛି ଏହି ପୂଜା।ଗନ୍ଧମାର୍ଦ୍ଦନର ପାଦ ଦେଶରେ ଦେବୀ ମାଁ ଦୁର୍ଗା ଭକ୍ତଙ୍କୁ ସୁରକ୍ଷା ଦେଇ ଆସୁଥିବା ଲୋକଙ୍କ ବିଶ୍ୱାସ।ବିପଦ ସମୟରେ ଅଧିଆ ପଡ଼ିଥିବା ଶ୍ରଦ୍ଧାଳୁ ଙ୍କ ମନସ୍କାମନା ପୂରଣ କରିଥାନ୍ତି।ମନସ୍କାମନା ପୂରଣ ହେବା ପରେ ମାଁଙ୍କ ନିକଟକୁ ଆସି ବଳି ଭୋଗ ଦେଇଥାନ୍ତି।ଏହି ପରମ୍ପରା ବହୁ ପୂରାତନ କାଳରୁ ଚାଲି ଆସିଛି।ପୂଜାର୍ଚ୍ଚନା ପାଇଁ ଭକ୍ତ ଙ୍କୁ ବଣପାହାଡ଼ ର ଚଲା ପଥରେ ଯିବାକୁ ହୁଏ।ଦୁର୍ଗେଇ ଖୋଲ ଦୁର୍ଗମ ପଥରେ ଥିବାରୁ ପାହାଚ ଓ ଆଲୋକୀ କରଣ ବ୍ୟବସ୍ଥା କରିବାକୁ ଆୟୋଜକ କମିଟିର ସଭାପତି ମଧୁସୂଦନ ପାଣ୍ତେ ସରକାର ଙ୍କୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026

You Might Also Like