-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ବିଜ୍ଞାନ, ଗଣିତ,ପରିବେଶ ମେଳା ଓ ଶିକ୍ଷଣ ସହାୟକ ସାମଗ୍ରୀ ପ୍ରଦର୍ଶନ

12-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଥମ ଥର ପାଇଁ ବିଜ୍ଞାନ, ଗଣିତ,ପରିବେଶ ମେଳା ଓ ଶିକ୍ଷଣ ସହାୟକ ସାମଗ୍ରୀ  ପ୍ରଦର୍ଶନର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା l ଉପଜିଲ୍ଲାପାଳ, ବରଗଡ଼ -ଶ୍ରୀଯୁକ୍ତ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବରଗଡ଼ ଶ୍ରୀଯୁକ୍ତ ତାହିର ହୁସେନ, ସହକାରୀ ଜିଲ୍ଲାପାଳ, ବରଗଡ଼ -ଶ୍ରୀଯୁକ୍ତ ମଦନଲାଲ ପଣ୍ଡା, ଜର୍ଜ ସରକାରୀ ଉଚ୍ଚ ବିଦ୍ୟାଳୟ, ବରଗଡ଼ର ପ୍ରଧାନ ଶିକ୍ଷୟତ୍ରୀ -ଶ୍ରୀମତୀ ଶାଶ୍ଵତୀ ଦାଶ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମାଜସେବୀ -ପ୍ରିତମ ସିଂ, ପ୍ରଧାନ ଶିକ୍ଷକ ତ୍ରୟ-ଅଭୟ କୁମାର ପଧାନ, କିଶୋର ଚନ୍ଦ୍ର ସାହୁ ଓ ମେଘନାଦ ସାହୁ ମଞ୍ଚାସିନ ଥିଲେ l ଅତିଥି ଗଣ ଦୃଷ୍ଟିହୀନ ଓ ବଧିର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ୩୩ ଗୋଟି ପ୍ରକଳ୍ପ ବୁଲି ଦେଖିବା ସହ, ଏହାର ଭୂୟସୀ ପ୍ରଶଂସା କରିଥିଲେ l ଏହା ଏକ ଐତିହାସିକ କାର୍ଯ୍ୟକ୍ରମ ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ପାଣ୍ଡେ ମତବ୍ୟକ୍ତ କରିଥିଲେ l ଏହି ଅବସରରେ ଦୃଷ୍ଟିହୀନ, ବଧିର ଓ ବୌଦ୍ଧିକ ଅକ୍ଷମତା ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନକ ଦ୍ୱାରା ପ୍ରସ୍ତୁତ ଶିକ୍ଷଣ ସହାୟକ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା l ଶିକ୍ଷକ ଓ ଶିକ୍ଷୟତ୍ରୀ ସହାୟତାରେ ଛାତ୍ରଛାତ୍ରୀମାନେ ଖୁବସୁନ୍ଦର ଶିକ୍ଷଣୀୟ ସାମଗ୍ରୀ ସହ ପ୍ରକଳ୍ପ ମାନ ପ୍ରସ୍ତୁତ କରି ମେଳାରେ ପ୍ରଦର୍ଶନ କରିଥିଲେ l ସମସ୍ତ ପ୍ରକଳ୍ପରେ ଭାଗ ନେଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା l ମେଳାକୁ ନିଶାମଣି ଉଚ୍ଚ ବିଦ୍ୟାଳୟ ଓ ଶକ୍ତି ନଗର ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ମାନେ ପରିଦର୍ଶନରେ ବିଦ୍ୟାଳୟକୁ ଆସିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କମିଟିର ବରିଷ୍ଠ ସଦସ୍ୟ ସମାରୁ ପଧାନ, ଗୋବିନ୍ଦପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସାର୍ତ୍ତିକ ସାହୁ,ପବିତ୍ର ଦେହେରୀ, ଦିବାକର ମାଝୀ, ନନ୍ଦିଘୋଷ ମହାପାତ୍ର, ରମେଶ ଦାଶ ଓ ଅନ୍ୟ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ l ପରିଶେଷରେ ଦୃଷ୍ଟିହୀନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭୟ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ lହେଲେ ଏଭଳି ଏକ ସୁନ୍ଦର କାର୍ଯ୍ୟକ୍ରମକୁ ସ୍ଥାନୀୟ ଜିଲ୍ଲାପାଳ ଏବଂ ଶିକ୍ଷାବିଭାଗର ମୁଖ୍ୟଙ୍କ ଦେଖା ନଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like