-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||     

HOME   ଜିଲ୍ଲା

୨୫ଲକ୍ଷରେ ନିର୍ମାଣ ଭେଣ୍ଡିଙ୍ଗ ଯୋନକୁ ଭାଙ୍ଗିବା ପାଇଁ ଚାଲିଛି କୁଚକ୍ରାନ୍ତ : କୋଦଳା ଏନ. ଏ. ସି ର ମାରି ଖାଇବା ନୀତି

12-Dec-2024



କୋଦଳା(ଭଗବାନ ପାଢୀ): ଗଞ୍ଜାମ ଜିଲ୍ଲା କୋଦଳା ଏନ.ଏ. ସି ରେ ଚାଲିଛି ମାରିଖାଇବା ନୀତି । ଏଇ କଥା ଆମେ ଏଥି ପାଇଁ କହୁଚୁ କି ସମୟ ବଦଳି ଯାଇଛି, ଇତି ମଧ୍ୟରେ ସରକାର ମଧ୍ୟ ବଦଳିଯାଇଛନ୍ତି l ପୂର୍ଵ ସରକାର ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ମୁକ୍ତା ଯୋଜନା ଆରମ୍ଭ କରିଥିଲେ ।ସେହି ଯୋଜନାରେ କୋଦଳା ଏନ.ଏ.ସି ଠାରେ ଥିବା ପୁରୁଣା ମାଛ ବଜାର ନିକଟରେ ୧୨ଗୋଟି ଓ ମେଡିକାଲ ଛକ ନିକଟରେ ୧୬ଗୋଟି ଭେଣ୍ଡିଙ୍ଗ ଜୋନ ନିର୍ମାଣ କରାଯାଇଥିଲା ପ୍ରାୟ ୨୫ଲକ୍ଷ ଟଙ୍କା ବିନିମୟରେ ହୋଇଥିଲା । ଯାହାକୁ ନିଜେ ଅଧ୍ୟକ୍ଷ ଆପୃଭ କରିଥିଲେ l ଗୋଟିଏ କାମ ସରିବାର ପ୍ରାୟ ୨ ବର୍ଷ ଓ ଆଉ ଏକ କାମ ସାରିବାର ୮ମାସ ବିତି ଯାଇ ଥିଲେ ମଧ୍ୟ ଏଯାବତ କାହାରିକୁ ଭଡାରେ ଦିଆ ଗଲାନାହିଁ ଏବେ ଏମିତି କଣ ହୋଇଛି କି ଯାହା ଫଳରେ  ସେହି ଘରକୁ ଭାଙ୍ଗିବା ଲାଗି ଷଡଯନ୍ତ୍ର କରୁଛନ୍ତି 

ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ବୋଲି ସଂଗୀନ ଅଭିଯୋଗ ଆଣିଛନ୍ତି କାଉସିଲର ଭଗବାନ ପାଢ଼ୀ ।ପ୍ରକାଶ ଥାଉକି ବିଭିନ୍ନ ସମୟରେ ଏନ.ଏ.ସି ର ଦୁର୍ନୀତି ବିରୁଦ୍ଧରେ ସ୍ବରଉତ୍ତୋଳନ କରି ଆସୁଛନ୍ତି ଶ୍ରୀ ପାଢ଼ୀ। କିଛି ଦିନ ତଳେ ବେନିୟମ ଭାବରେ ୬୨ ଟେଣ୍ଡର ବାହାର  କରଯାଇଥିଲା l

ସେଥି ମଧ୍ୟରୁ କିଛି କାମ ଆଗରୁ ସରିଯାଇଥିଲା ଯାହାର ପ୍ରତିବାଦ ମଧ୍ୟ ଶ୍ରୀ ପାଢ଼ୀ କରିଥିଲେ। ଫଳରେ ସେଇ କାମକୁ ବାତିଲ କରିବାକୁ ବାଧ୍ୟ ହୋଇଥିଲେ ଅଫିସର ।
ଏଣୁ ଗଞ୍ଜାମ ଜିଲ୍ଲାପାଳଙ୍କୁ ଶ୍ରୀ ପାଢ଼ୀ ନିବେଦନ କରିଛନ୍ତି କି ଏକ ନିର୍ଦେଶନାମା ଜାରି କରନ୍ତୁ ନିର୍ମାଣ ହୋଇଥିବା ଘରକୁ ନ ଭାଙ୍ଗି  ଭଡାରେ ଦିଆ ଯାଉ ଯାହା ଫଳରେ ୨୮ଟି ପରିବାର ଛୋଟ ଛୋଟ ବେପାର କରି ନିଜ ଜୀବିକା ନିର୍ବାହ କରିବା ସହିତ ସ୍ୱାବଲମ୍ବୀ ମଧ୍ୟ ହୋଇ ପାରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026

You Might Also Like