-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ସାର୍ବଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ

12-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ଏ ନ ଏମ ତାଲିମ ସଭା ଗୃହ  ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସାର୍ବଜନୀନ ସ୍ଵାସ୍ଥ୍ୟ ସେବା ଦିବସ -୨୦୨୪ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭାରେ  ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ଟି ବି ) ଡ଼ା ପଦ୍ମହଂସ୍ ଦୋରା, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ)ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଆସିଷ୍ଟାଣ୍ଟ ପ୍ରଫେସର ସଞ୍ଜୟ କୁମାର ପ୍ରଧାନ, ସ୍ମିତାସ୍ରୀ ନାୟକ ଟୁଇଟର,ସାହେଲି ହଲ୍ଦାର ଟୁଇଟର ଓ ଜିଲ୍ଲା କାର୍ଯ୍ୟ ସଂଯୋଜକ ବିଶ୍ବମ୍ବର ବେହେରା  ପ୍ରମୁଖ  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ  ସମସ୍ତେ ସାର୍ବଜନୀନ ପ୍ରାଥମିକ ସ୍ଵାସ୍ଥ୍ୟ ସେବା ସହଜ ରେ , ସୁବିଧାରେ , ସବୁଠାରେ ଓ ବିନା ଖର୍ଚ୍ଚ ରେ ଉପଲବ୍ଧ କରିବା ପାଇଁ ଜନ ସଚେତନତା ସୃଷ୍ଟି କରି ସୁସ୍ଥ ସୁନ୍ଦର ସମାଜ ଗଠନ ଦିଗରେ ସହାୟକ ହୋଇ ପାରିବ। ଉପରେ  ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ l

ଉକ୍ତ ସଭାରେ ଆଶା,ଏ ଏନ ଏମ ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ସମସ୍ତ କଂସଲ୍ଟାଣ୍ଟ,,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ ।ଏକ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ୨୦ ଜଣ କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ବୃନ୍ଦ ସାର୍ଟିଫିକେଟ ସହିତ ଟ୍ରଫି ପୁରସ୍କୃତ କରିଥିଲେ। ଉକ୍ତ କାର୍ଯକ୍ରମ କୁ  ଏ ଏମ ସିପି ତରଣୀ ସେନ ପ୍ରଧାନ ଓ ଏଏମ ଏନସିଡ଼ି ଗୀତାଞ୍ଜଳି ମେହେର  ସହଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ଵାସ୍ଥ୍ୟ  ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026

You Might Also Like