-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଡେରା ରେ ଗୁରୁ ଭଗବାନ ସାହୁଙ୍କ କାଳଜୟୀ ନାଟକ ବୀର ସୁରେନ୍ଦ୍ର ସାଏ *ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ର ଚତୁର୍ଥ ସନ୍ଧ୍ୟା*

13-Dec-2024



 

     ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ) - ସମ୍ବଲପୁର ଜେଲ ଛଳ ନିକଟସ୍ଥ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା ଠାରେ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ରେ ବୁଧବାର ସନ୍ଧ୍ୟାରେ ସମ୍ବଲପୁରୀ ଡେରା ରେ ଗୁରୁ ଭଗବାନ ସାହୁଙ୍କ  କାଳଜୟୀ ନାଟକ ବୀର ସୁରେନ୍ଦ୍ର ସାଏ ନାଟକ ପରିବେଷଣ କରାଯାଇଛି। ଗୁରୁ ଭଗବାନ ସାହୁଙ୍କ ପରଲୋକ ପରେ ପ୍ରଥମ ଥର ସମ୍ବଲପୁର ସହରରେ ବୀର ସୁରେନ୍ଦ୍ର ସାଏ ନାଟକ ପରିବେଷଣ କରାଯାଉଥିବା ନାଟକର ମୁଖ୍ୟ ନାୟକ ଭୁବନ ଭୋଇ କହିଛନ୍ତି। ୫ ହଜାର ରୁ ଅଧିକ ରାତି ଏହି ନାଟକକୁ ଦର୍ଶକ ମାନଙ୍କ ଭଲପାଇବା ମିଲିପାରିଛି। ଭୁବନ ଭୋଇ ମଧ୍ୟ ବୀର ସୁରେନ୍ଦ୍ର ସାଏଙ୍କ ଚରିତ୍ରରେ ଲଗାତାର ୫ ହଜାର ଥର ଅଭିନୟ କରି ରେକର୍ଡ ସୃଷ୍ଟି କରି ସାରିଛନ୍ତି। ଗୁରୁ ସତ୍ୟ ନାରାୟଣ ସମ୍ବଲପୁରୀ ଡେରାକୁ ସମ୍ବଲପୁରୀ ସଂସ୍କୃତି ର ସଂରକ୍ଷଣ ପାଇଁ ବିକଶିତ କରିବା ଦିଗରେ ଗୁରୁ ଭଗବାନ ସାହୁଙ୍କ ନାଟକ ଲିପିବଦ୍ଧ ହୋଇ ରହିବ ବୋଲି ଗୁରୁ ଭଗବାନ ସାହୁଙ୍କ ସହଯୋଗୀ ଦଧୀବାବନ ମିଶ୍ର କହିଥିଲେ। ଏହି ଅବସରରେ ଗୁରୁ ଭଗବାନ ସାହୁଙ୍କ‌ ବିଷୟରେ ଗବେଷଣା କରି  ପୁସ୍ତକ ଆକାରରେ ପ୍ରକାଶିତ କରିଥିବା ରବିନ ଲୁଲୁ ଦାସ, ବରିଷ୍ଠ ସଙ୍ଗୀତଜ୍ଞ ଦଧୀବାବନ ମିଶ୍ର ଏବଂ ତୁଳସୀ ଚରଣ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବୀର ସୁରେନ୍ଦ୍ର ସାଏଙ୍କ ଜୀବନ ସଂଗ୍ରାମ ସମ୍ପର୍କରେ ବହୁ ଅଜଣା ତଥ୍ୟ ନାଟକ ଜରିଆରେ ପରିବେଷଣ କରାଯାଇଥିଲା ‌ । ଏହାପୂର୍ବରୁ ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମେଳନ ରେ ସମ୍ବଲପୁରୀ କବିତା ପାଠ ର ଆୟୋଜନ କରାଯାଇଥିଲା। ଏଥିରେ ପଶ୍ଚିମାଞ୍ଚଳ ର ବିଭିନ୍ନ ସ୍ଥାନରୁ କବି ମାନେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ସ୍ବୟଂ ପ୍ରକାଶ ପଣ୍ଡା , ସୁଷମା ପ୍ରଧାନ, କିଶୋର ଧରେଇ ଏବଂ ଲଲିତା ଭୋଇ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ଆୟୋଜନରେ ମଞ୍ଚର ସମସ୍ତ ସଭ୍ୟ ସଦସ୍ୟା ସହଯୋଗ କରିଥିଲେ । ଗୁରୁ ବାର ବାର ସନ୍ଧ୍ୟାରେ କୁମ୍ଭାରୀ ଭଗବାନ ପାର୍ଟି ଦ୍ବାରା  ବୀର ସୁରେନ୍ଦ୍ର ସାଏ ସମ୍ବଲପୁରୀ ନାଟକ  ଟଣ୍ଢେଇ ଆୟୋଜନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like