-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଶାନ୍ତିକୁଞ୍ଜ ରୁ "ଶକ୍ତି କଳସ "ପହଞ୍ଚିଲା ଅତାବିରା ... ବ୍ଲକ ପକ୍ଷରୁ ଭବ୍ୟ ସ୍ବାଗତ

13-Dec-2024



ଅତାବିରା(ଆକାଶ ମିଶ୍ର): ନାରୀ  ସଶକ୍ତିକରଣ ବର୍ଷ ୨୦୨୪/୨୫ ପାଇଁ  ବରଗଡ ଜିଲ୍ଲା ବିଜେପୁର ବ୍ଲକ୍ ରେ  ହେବାକୁ ଥିବା ୧୦୮ କୁଣ୍ଡିୟ ଯଜ୍ଞ  ରାଷ୍ଟ୍ର ଜାଗରଣ ଅଭିଯାନ ପାଇଁ  ଗାୟତ୍ରୀ ତୀର୍ଥ ଶାନ୍ତି କୁଞ୍ଜ ରୁ ଶକ୍ତି କଳସ ଆସି ଆଜି ଅତାବିରା ରେ ପହଞ୍ଚିଛି ।ଏହି ଶକ୍ତି କଳସ  କୁ ନିମନ୍ତ୍ରଣ କରିବା ପାଇଁ ବରଗଡ ଜିଲ୍ଲା ଗାୟତ୍ରୀ ପରିବାର ରୁ  ୭୦ ଜଣ  କର୍ମକର୍ତ୍ତା  ଶ।ନ୍ତିକୁଞ୍ଜ କୁ ଯାଇଥିଲେ ।ଗୋଟିଏ ମାସ ପୂର୍ବରୁ ଏହି ଶକ୍ତି କଳସ ବାହାରି  ପ୍ରଥମେ ବିଜେପୁର ଓ  କ୍ରମେ ସୋହେଲା, ବରପାଲି ବ୍ଲକ୍ ପରିକ୍ରମା କରି ଆଜି ଅତାବିରା ବ୍ଲକ୍ ରେ ପହଞ୍ଚିଛି ।ଏହି ଶକ୍ତି କଳସ କୁ ଅତାବିରା ମହାବିଦ୍ୟାଳୟ ସମ୍ମୁଖରେ ବ୍ଲକ୍ ଗାୟତ୍ରୀ ପରିବାର ପକ୍ଷରୁ ଭବ୍ୟ ସ୍ବାଗତ ଜଣାଯାଇଥିଲା । ଆଜିଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଅତାବିରା ବ୍ଲକ୍ ର ସମସ୍ତ  ପଞ୍ଚାୟତ କୁ ଏହି ଶକ୍ତି କଳସ ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି।ବିଜେପୁର ରେ ଆସନ୍ତା ଜାନୁଆରୀ ୨ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ୧୦୮ କୁଣ୍ଡୀୟ  ଯଜ୍ଞ ର ନିମନ୍ତ୍ରଣ, ଶକ୍ତି କଳସର୍ ଦର୍ଶନ ଓ  ଯୁଗ ନିର୍ମାଣ ର ମହାନ୍ ଉଦ୍ଦେଶ୍ୟ ନେଇ ଏହି ଶକ୍ତି କଳସ  ପରିକ୍ରମା କରାଯାଉଛି। ଆସନ୍ତା ଡ଼ିସେମ୍ବର ୨୫ ତାରିଖ ରେ  ଏହି ଶକ୍ତି କଳସ ବାହୁଡି  ଯିବ ଶାନ୍ତିକୁଞ୍ଜ ବୋଲି  ପରିବାର ପକ୍ଷରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like