-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଡେରା ରେ ଗୁରୁ ଭଗବାନ ସାହୁଙ୍କ କାଳଜୟୀ ନାଟକ *ଟଣ୍ଢେଇ* *ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ଉଦଯାପିତ*

13-Dec-2024




     ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ) - ସମ୍ବଲପୁର ଜେଲ ଛଳ ନିକଟସ୍ଥ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା ଠାରେ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ପାଞ୍ଚ ଦିନିଆ  ଜାତୀୟ ସମ୍ବଲପୁରୀ ସମ୍ମେଲନ୍ ଗୁରୁବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ସନ୍ଧ୍ୟାରେ ସମ୍ବଲପୁରୀ ଡେରା ରେ ଗୁରୁ ଭଗବାନ ସାହୁଙ୍କ  କାଳଜୟୀ ସାମାଜିକ ନାଟକ ଟଣ୍ଢେଇ ନାଟକ ପରିବେଷଣ କରାଯାଇଛି। ସତ୍ୟ ଘଟଣାବଳୀ ଉପରେ ଆଧାରିତ ଏହି ନାଟକରେ ସାମାଜିକ ଜୀବନରେ ଜଣେ ମହିଳାଙ୍କ ପ୍ରତି କରାଯାଇଥିବା ଅତ୍ୟାଚାର ଏବଂ  ପ୍ରତିଶୋଧ ଉପରେ ଏହି ନାଟକର‌ କାହାଣୀ  ପର୍ଯ୍ୟବେସିତ ରହିଥିଲା। ଟଣ୍ଢେଇ ନାଟକ ର ନାଟ୍ୟକାର ବାସୁଦେବ ନାୟକ ନିଜେ ଛଅ ବର୍ଷ ପରେ ପୁଣି ଥରେ କାଳରାତ୍ରୀ ବେଶ ରେ ଅଭିନୟ କରିଥିଲେ। ୨ ହଜାର ରୁ ଅଧିକ ରାତି ଏହି ନାଟକକୁ ଦର୍ଶକ ମାନଙ୍କ ଭଲପାଇବା ମିଲିପାରିଛି। କୁମ୍ଭାରୀର କଳାକାର  ମାନେ ନିଖୁଣ ଅଭିନୟ କରି ରେକର୍ଡ ସୃଷ୍ଟି କରି ସାରିଛନ୍ତି। ଉଦଯାପନୀ ସନ୍ଧ୍ୟାରେ ଡ଼ ପ୍ରମୋଦ ରଥ ଅତିଥି ଭାବେ ଯୋଗଦେଇଥିଲେ। ପଶ୍ଚିମାଞ୍ଚଳ ଏକତା ମଞ୍ଚର ଆବାହକ ଭବାନୀଶ ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ସମ୍ବଲପୁରୀ ମାସିକ ପତ୍ରିକା ସମ୍ବଲପୁରୀ ଦରପନ ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ ପତ୍ରିକାର ପ୍ରକାଶିକା ଡଲିମା ଭୋଇ, ଲକ୍ଷ୍ମୀ ନାରାୟଣ ପଣ୍ଡା, ଦେବୀପ୍ରସାଦ ଭୋଇ ଉପସ୍ଥିତ ରହିଥିଲେ। ଗୁରୁ ସତ୍ୟ ନାରାୟଣ ସମ୍ବଲପୁରୀ ଡେରାକୁ ସମ୍ବଲପୁରୀ ସଂସ୍କୃତି ର ସଂରକ୍ଷଣ ପାଇଁ ବିକଶିତ କରିବା ଦିଗରେ ଗୁରୁ ଭଗବାନ ସାହୁଙ୍କ ନାଟକ ଗୁଡିକ ସ୍ମରଣୀୟ ହୋଇ ରହିବ ବୋଲି ଗୁରୁ ଭଗବାନ ସାହୁଙ୍କ ସହଯୋଗୀ ଡ଼ ପ୍ରମୋଦ ରଥ କହିଥିଲେ। ଏହି ଅବସରରେ ସମ୍ବଲପୁରୀ ପୁସ୍ତକ  ପ୍ରକାଶନ ଏବଂ ପ୍ରଚାର ପ୍ରସାର ସଂସ୍ଥା  ସମ୍ବଲପୁରୀ ଗୁଛାର ଶୀବଶଙ୍କର ପୂଜାରୀ, ଶିଳ୍ପ ବିକାଶ ର ବିକାଶ ସାହୁ ଏବଂ ଅକ୍ଷର  ଅନୁଷ୍ଠାନ ର‌ କାଳିନ୍ଦୀ ପ୍ରତାପ ସିଂହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ ବରଗଡ଼ ରେ ସମ୍ବଲପୁରୀ ଦିନ ଆୟୋଜନ କରୁଥିବା ପଶ୍ଚିମାଞ୍ଚଳ ଏକତା ମଞ୍ଚ ବରଗଡ଼ ଶାଖା କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଏହାପୂର୍ବରୁ ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମେଳନ ରେ ଦିନବେଳା ସମ୍ବଲପୁରୀ ସାହିତ୍ୟ ସଂସ୍କୃତି ଉପରେ ଆଲୋଚନା କରାଯାଇଥିଲା। ଗୁରୁ ଭଗବାନ ସାହୁଙ୍କ ଜୀବନ ସଂଘର୍ଷ  ଉପରେ ସୁରେନ୍ଦ୍ର ବୀର ଭୁବନ ଭୋଇ ଆଲୋକ ପାତ କରିଥିଲେ। ସମ୍ବଲପୁରୀ  ନାଟକ  ଏବଂ ନାଟକ ରେ ସମ୍ବଲପୁରୀ ନୃତ୍ୟର ପ୍ରଚାର କ୍ଷେତ୍ରରେ ଗୁରୁ ଭଗବାନ ସାହୁଙ୍କ ଅବଦାନ ଅତୁଳନୀୟ ବୋଲି ଶ୍ରୀ ଭୋଇ କହିଥିଲେ। ସେହିପରି ଶବ୍ଦ ନୃତ୍ୟ ଉପରେ ବାସୁଦେବ ନାୟକ ଏବଂ ଗଦାଧର ବରିହା ବର୍ଣ୍ଣନା କରିଥିଲେ। ସେହିପରି ଖଗେଶ୍ବର ସାହିତ୍ୟ ଉପରେ ଦୟାନିଧି କୁମ୍ଭାର ଆଲୋଚନା କରିଥିଲେ। ଆଲୋଚନା ରେ ବକୁଲ ବାରିକ, ଡ଼ ସ୍ବୟଂ ପ୍ରକାଶ ପଣ୍ଡା, କିଶୋର ଧରେଇ, ରାଜେଶ ସ୍ବାଇଁ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମ ଆୟୋଜନ ରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ସଦସ୍ୟ ସଦସ୍ୟା ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like