-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ*

13-Dec-2024




 ସମ୍ବଲପୁର;(ସଂଜୀବ ପାଣିଗ୍ରାହୀ)  ଭାରତ ସରକାରଙ୍କ ନେହେରୁ ଯୁବ କେନ୍ଦ୍ର ତରଫରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସରକାରୀ ମହାବିଦ୍ୟାଳୟରେ ସମ୍ବଲପୁର ଜିଲ୍ଲାସ୍ତରୀୟ ଯୁବଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିକାଶର ' ପଞ୍ଚ ପ୍ରତିଜ୍ଞା ' ପ୍ରସଙ୍ଗକୁ ନେଇ କବିତା ଲିଖନ, ବକ୍ତୃତା ପ୍ରତିଯୋଗିତା, ଚିତ୍ରାଙ୍କନ, ମୋବାଇଲ ଫୋଟୋଗ୍ରାଫି, ବିଜ୍ଞାନ ମେଳା-ଏକକ ଓ ସାମୁହିକ , ଦଳଗତ ନୃତ୍ୟ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଦଳଗତ ନୃତ୍ୟ ପ୍ରତିଯୋଗିତାରେ ୧ମ ସ୍ଥାନ- ନାକଟିଦେଉଳ ମହାବିଦ୍ୟାଳୟ, ୨ୟ ସ୍ଥାନ - କୁଚିଣ୍ଡା ମହାବିଦ୍ୟାଳୟ ଏବଂ ୩ୟ ସ୍ଥାନ - ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଅଧିକାର କରିଛନ୍ତି । କବିତା ଲିଖନରେ ୧ମ ସ୍ଥାନ - ଜାଗରଣ ପୂଜାରୀ, ୨ୟ ସ୍ଥାନ - ନିରୁପା ଡନସେନା, ୩ୟ ସ୍ଥାନ - ପୂଜା ରାଣୀ ବେହେରା , ବକ୍ତୃତା ପ୍ରତିଯୋଗିତାରେ ୧ମ ସ୍ଥାନ - ପ୍ରଜ୍ଞାରୁପା ବହିଦାର , ୨ୟ ସ୍ଥାନ - ଶୀତଳ ଶର୍ମା, ୩ୟ ସ୍ଥାନ - ରୋହନ ବନଛୋର, ଚିତ୍ରଙ୍କନରେ ୧ମ ସ୍ଥାନ - ଖୁସି ସାହା,  ୨ୟ ସ୍ଥାନ - ଆଶ୍ରିତା ଦୀପ, ୩ୟ ସ୍ଥାନ - ଟିକି ପଟେଲ,  ମୋବାଇଲ ଫୋଟୋଗ୍ରାଫିରେ ୧ମ ସ୍ଥାନ - ଶୁଭମ୍ ମେହେର, ୨ୟ ସ୍ଥାନ - ଚନ୍ଦନ ବାରିକ, ୩ୟ ସ୍ଥାନ - ଅମନ୍ ଚୌଧୁରୀ, ଏକକ ବିଜ୍ଞାନ ମେଳାରେ ୧ମ ସ୍ଥାନ - ରୁଦ୍ର ନାରାୟଣ ସେନାପତି, ୨ୟ ସ୍ଥାନ - ଅର୍ଚିସ୍ମନ୍ ମିଶ୍ର, ୩ୟ ସ୍ଥାନ - ଗୌତମ ମାଝୀ ତଥା ଦଳଗତ ବିଜ୍ଞାନ ମେଳାରେ ୧ମ ସ୍ଥାନ - ରିତେଶ ରଞ୍ଜନ ଠାକୁର ଓ ଦଳ, ୨ୟ ସ୍ଥାନ - ସୌମ୍ୟ ରଂଜନ ନାଗ ଓ ଦଳ ଏବଂ ୩ୟ ସ୍ଥାନ - କିନି କୁମାରୀ ଓ ଦଳ ଅଧିକାର କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ପ୍ରଦୀପ କୁମାର ହରପାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଡ ହେମ କୁମାର ନାୟକ, ମୁଖ୍ୟ ବକ୍ତା ରୂପେ ପ୍ରଫେସର ଦୂଲ୍ଲଭ କୁମାର ସା , ସମ୍ମାନିତ ଅତିଥି ଭାବେ ସଂଯୁକ୍ତ କୁଲ୍ଲୁ, ଜିଲ୍ଲା ଜନସଂପର୍କ ଅଧିକାରୀ ଯୋଗ ଦେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀ ସୁବାଷ ଚନ୍ଦ୍ର ତ୍ରିପାଠୀ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍, ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ କେନ୍ଦ୍ର ନିର୍ଦ୍ଦେଶକ ଯୋଗ ଦେଇଥିଲେ । ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ମାରିଆନୁସ ବିଲୁଙ୍ଗ କାର୍ଯ୍ୟକ୍ରମର ଉଦ୍ଦେଶ�


News Comment




Photo in News

Advertisment
Lastest News
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026

You Might Also Like