-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||     

HOME   ଜିଲ୍ଲା

ପଡିଆବାହାଲ ଧନୁଯାତ୍ରା ଅନ୍ତିମ ରଜନୀ ଭଗବାନ କୃଷ୍ଣଙ୍କ ଦ୍ଵାରା ମହାମାନି କଂସାସୁର ନିଧନ ସହ ଧନୁଯାତ୍ରା ଉଦଯାପିତ

13-Dec-2024



 

ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ) : ଦୀର୍ଘ ଛଅ ଦିନ ବ୍ୟାପି ପଡିଆବାହାଲ ଠାରେ ଅନୁଷ୍ଠିତ ହୋଇଥିବା ଧନୁଯାତ୍ରା ଆଜି ଅନ୍ତିମ ରଜନୀରେ ଭଗବାନ କୃଷ୍ଣଙ୍କ ଦ୍ଵାରା ମହାମାନି କଂସାସୁର ନିଧନ ସହ ଧନୁଯାତ୍ରା ଉଦଯାପିତ ହୋଇଯାଇଅଛି। ଆଜିକାର ନାଟକୀୟ ଦୃଶ୍ୟପଟରେ ମହାରାଜ କଂସଙ୍କ ଦ୍ଵାରା ଅକ୍ରୁରଙ୍କୁ ଗୋପପୁର ପ୍ରେରଣ କରି କୃଷ୍ଣ ବଳରାମଙ୍କୁ ଧନୁଯାତ୍ରା ଦେଖିବା ପାଇଁ ନିମନ୍ତ୍ରଣ କରାଯାଇଥିଲା। ନିମନ୍ତ୍ରଣ ରକ୍ଷା କରି କୃଷ୍ଣ ବଳରାମ ଧନୁଯାତ୍ରା ଦେଖିବା ସକାଶେ ମଥୁରା ନଗରୀକୁ ଆସିଥିଲେ। ସେଠାରେ ଅନୁଷ୍ଠିତ ଧନୁଯାତ୍ରାରେ ମାହାମାନି କଂସଙ୍କ ସହିତ କୃଷ୍ଣ ବଳରାମଙ୍କ ଯୁଦ୍ଧ ହୋଇଥିଲା। ସର୍ବଶେଷରେ ଅନ୍ୟାୟର ପରାଜୟ ଘଟି କୃଷ୍ଣଙ୍କ ଦ୍ଵାରା କଂସଙ୍କ ନିଧନ ହୋଇ ନ୍ୟାୟର ଜୟ ହୋଇଥିଲା। 
ଆଜିକାର ରାଜକୀୟ ଅତିଥି ଭାବରେ ସାମ୍ବାଦିକ ହିମାଂଶୁ ମିଶ୍ର, ରମାକାନ୍ତ ବିଶ୍ବାଳ,ସରୋଜ ସାହୁ, ସଞ୍ଜୀବ ପାଣିଗ୍ରାହୀ ତଥା ବିଶେଷ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ଇଂ. ରୋହିତ ପୂଜାରୀଙ୍କ ସହିତ ଵାହାମ ସରପଞ୍ଚ ସରସ୍ଵତୀ ଭୋସାଗର, ପଡିଆବାହାଲ ଦୁର୍ଗାପୂଜା କମିଟିର ଉପଦେଷ୍ଟା ତଥା ସମାଜସେବୀ ସୁବୋଧ ବେହେରା ଉପସ୍ଥିତ ରହି ମଞ୍ଚରେ କମିଟି କର୍ମକର୍ତ୍ତାଙ୍କ ଦ୍ଵାରା ସମ୍ମାନିତ ହୋଇଥିଲେ। 
ଛଅ ଦିନ ବ୍ୟାପି ଏହି ଯାତ୍ରାରେ ପ୍ରତ୍ୟହ ସହସ୍ରାଧିକ ଦର୍ଶକଙ୍କ ଉପସ୍ଥିତିରେ ମୀନାବଜାର ସହିତ ଦର୍ଶକ ମାନେ ବିଭିନ୍ନ ଖାଇବା ସାମଗ୍ରୀର ଆନନ୍ଦ ନେଇଥିଲେ। ସଭା କାର୍ଯ୍ୟକ୍ରମକୁ ଡା. ରାଜାରାମ ଷଡ଼ଙ୍ଗୀ ସଂଯୋଜନା କରିଥିବାବେଳେ ସଭାପତି ପ୍ରମୋଦ ମଗର, ସମ୍ପାଦକ ସଞ୍ଜୀବ ଭୋଇ, ମୁନା ମହାନନ୍ଦ, ରୁପେଶ ପାତ୍ର, ଦୁର୍ଗେସ ସାହୁ ପ୍ରମୁଖ ଏହାକୁ ପରିଚଳନା କରିଥିଲେ।ଏଥିରେ ପଡିଆବାହାଲ ଦୁର୍ଗା ପୂଜା କମିଟି ଓ ଅଞ୍ଚଳର ସମସ୍ତ ଅନୁଷ୍ଠାନ ଓ ଗ୍ରାମବାସୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026

You Might Also Like