-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଚଳିତ ଟ୍ରାକ୍ଟର ଚକ୍ ତଳେ ପଡି ଶ୍ରମିକ ର ମୃତ୍ୟୁ    

13-Dec-2024



ଆଗଲପୁର, (ପ୍ରେରଣା ଖବର) ସୂଚନା ରୁ ପ୍ରକାଶ ଯେ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବୁଦୁଲା  ପଞ୍ଚାୟତ ଅନ୍ତର୍ଗତ ପୁଡ଼ାପଦର ଗ୍ରାମ ର ଡ଼ୁଲାମଣି ଦଣ୍ଡସେନା(୪୫) ଙ୍କ ଗତ କାଳୀ ରାତି ପ୍ରାୟ ୯ ଟା ସମୟରେ ହଜା ରୁ ଦଣ୍ଡସେନା ଙ୍କ ଘର ପଛପଟ ଦେଇ ଆସୁଥିଲା l ରାସ୍ତା ଟି ଖାଲ ଢିପ ଥିବା ଯୋଗୁଁ ଟ୍ରାକ୍ଟର ଟ ଲି ରେ ଧାନ ବୋଝେଇ ହୋଇ ସେ ଧାନ ଉପରେ ବସିଥିବା ଯୋଗୁଁ ପ୍ଲାଷ୍ଟିକ ବସ୍ତା ସହିତ ପଡ଼ି ଯିବାରୁ ଚକ୍ ତଳେ ପଡି ଯାଇଥିଲେ l ଡ଼ୁଳାମାଣି ଚକ୍ ତଳେ ପଡି ବା ନ ଜାଣି ଗାଡ଼ି କୁ ଆଗକୁ ବଢ଼ାଇଦେଲେ ଡ୍ରାଇଭର ପବିତ୍ର ନାୟକ l ଫଳରେ ସେହି ସ୍ଥାନ ରେ ମୁଣ୍ଡ ରେ ଜୋର ରେ ଆଘାତ ଲାଗି ମୁଣ୍ଡ ଭିତର ଗୁଦି ବାହାରି ପ୍ରବଳ ରକ୍ତସ୍ରାବ ହୋଇ ସେହି ସ୍ଥାନ ରେ ହି ଡୁଲ।ମଣି ଙ୍କ ମୃତ୍ୟୁ ହୋଇ ଥିଲା l ମୃତ୍ୟୁ ଘଟଣା ଜାଣି ପରେ ପରିବାର ର ବନମାଳି ଦଣ୍ଡସେନା ଆଗଲପୁର ଥାନାକୁ ଜଣାଇ ଥିଲେ l ପୋଲିସ ପହଁଚି ଶବ କୁ ଜବତ କରି ଥିଲେ l କିନ୍ତୁ ଡୁଲାମଣି ର ଶବକୁ ଗ୍ରାମ ଲୋକେ ଛାଡ଼ି ନ ଥିଲେ l ମୃତ ଡୁଲ୍।ମଣି ଗରିବ ପରିବାର ର ହେବାସହ  ପ ରି ବ। ର ପରିପୋଷଣ ନିଜେ କରୁଥିଲେ ଓ ତାଙ୍କ ଦୁଇଟି ଛୋଟ ଝିଅ ସନ୍ତାନ ଥିବା ସ୍ଥଳେ ଭରନ୍ ପୋଷଣ ପାଈ କ୍ଷତି ପୂରଣ ଦାବି କରାଗଲା l ଏହି ଘଟଣା କୁ କେନ୍ଦ୍ର କରି ତହସିଲଦାର , ଏସ ଡି ପି ଓ  ଉକ୍ତ ପହଂଚି ସମାଧାନ କଳା ପ୍ ରେ ଶବ କୁ ଗ୍ରାମ ଲୋକେ ଛାଡ଼ି ଥିଲେ l ପୋଲିସ ଶବ କୁ ଶବ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନା ଙ୍କୁ ପଠାଇଛନ୍ତି l ଅପର ପ କ୍ଷରେ ପୋଲିସ ଟ୍ରାକ ଟ ର କୁ ଜବତ କରି ଥାନା କୁ ଆଣିଥିଲେ l  ଡ୍ର। ଇ ଭ୍ ର  ଫେରାର ଥିବା ସୂଚନା ମିଳିଛି ଓ ଟ୍ର। କ ଟ ର ରଙ୍ଗ ଲାଲ ଥିବାବେଳେ ନମ୍ବର ବିହୀନ ରହିଥିବା ଜଣା ପଡିଛି l ପ୍ରକୃତ ଘଟଣା ଟି ପୋଲିସ ତଦନ୍ତ ପରେ ଜଣା ପଡିବ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like