-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପଟ୍ଟା ଦାବୀରେ ତହସିଲଦାରଙ୍କୁ ଆଦିବାସୀ ସଂଘ ପକ୍ଷରୁ ଦାବିପତ୍ର |

13-Dec-2024



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ ) ଆଦିବାସୀ ଓ ପରମ୍ପାରିକ ବନବାସୀ ମାନଙ୍କୁ ଜଙ୍ଗଳ ଜମି ପଟ୍ଟା ଦେବାପାଇଁ କେନ୍ଦ୍ର ସରକାର ଜଙ୍ଗଳ ଅଧିକାର ଆଇନ 2006 କାର୍ଯ୍ୟକାରୀ କରିଛନ୍ତି | ଏହି ଆଇନ ଦ୍ୱାରା ଯେଉଁ ଆଦିବାସୀମାନେ 2005ପୂର୍ବରୁ ଜଙ୍ଗଳ ଜମିକୁ ଭୋଗ ଦାଖଲ କରୁଛନ୍ତି ଓ ଅନ୍ୟାନ୍ୟ ପରମ୍ପାରିକ ବନବାସୀ ମାନେ ଦୀର୍ଘ ତିନି ପିଢ଼ି ଧରି ଭୋଗ ଦାଖଲ କରି ଚାଷ ବାସ, ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ, ଜଙ୍ଗଳ ସୁରକ୍ଷା କରୁଛନ୍ତି ସେହି ମାନଙ୍କୁ ଜଙ୍ଗଳ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି  | ଏହି ଆଇନ ଦୀର୍ଘ ବର୍ଷ ଧରି କାର୍ଯ୍ୟକାରୀ ହୋଇଥିଲେ ସୁଦ୍ଧା ରାଜସ୍ବ ବିଭାଗ ଓ ଜଙ୍ଗଳ ବିଭାଗର ସମ୍ମନ୍ୱୟ ଅଭାବ ହେତୁ ଆଜିଯାଏଁ ଆଦିବାସୀ ମାନେ ପଟ୍ଟା ପାଇବାରୁ ବଞ୍ଚିତ ରହିଛନ୍ତି |  ଜଙ୍ଗଳ ଜମି ଅଧିକାର ଆଇନକୁ ସଫଳ ରୂପାୟନ କରିବା ପାଇଁ ଯେଉଁ ବିଭାଗୀୟ ଅଧିକାରୀ ମାନେ ଦାୟିତ୍ୱରେ ରହି ଆସିଛନ୍ତି ସେମାନଙ୍କର ଆନ୍ତରିକତା ଅଭାବ ମଧ୍ୟ ଆଦିବାସୀ ମାନେ ପଟ୍ଟା ପାଇବାରେ ଅସୁବିଧା ହେଉଛି  |  ପଟ୍ଟା ପାଇବାରେ ବିଳମ୍ୱ ହଉଥିବାରୁ ଆଦିବାସୀ ଓ ଅନ୍ୟାନ୍ୟ ପରମ୍ପାରିକ ବନବାସୀ ମାନଙ୍କ ମନରେ ଅସନ୍ତୋଷ ଦେଖା ଦେଉଛି  | ସେହିପରି ପାଟଣାଗଡ଼ ତହସିଲ ମୁଣ୍ଡୋମହୁଲ ଗ୍ରାମର ଅନେକ ଆଦିବାସୀ ଦୀର୍ଘ ବର୍ଷ ଧରି ଜଙ୍ଗଳ ଜମିରେ ଭୋଗ ଦାଖଲ କରି ଚାଷ ବାସ, ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ପରିବାର ପ୍ରତିପୋଷଣ କରି ଆସୁଛନ୍ତି କିନ୍ତୁ କିଛି ଦିନ ତଳେ ଜଙ୍ଗଳ ବିଭାଗ ଆଦିବାସୀ ମାନେ ଦଖଲ କରୁଥିବା ଜଙ୍ଗଳ ଜମିରେ ଜୋରଜବରଦସ୍ତ କାହାକୁ କିଛି ନଜଣେଇ ସିମେଣ୍ଟ ଖୁଣ୍ଟ ପୋତିଛନ୍ତି ଏବଂ ଧାନ ଚାଷ କରିଥିବା ଜମିରେ ମଧ୍ୟ ଧାନ ଥାଇ ମଧ୍ୟ ଧାନକୁ ମାଡ଼ି ସିମେଣ୍ଟ ଖୁଣ୍ଟ ପୋତିଛନ୍ତି |  ଉକ୍ତ ଗ୍ରାମର ପ୍ରଜାମାନେ ସେହି  ଦଖଲ ଜଙ୍ଗଳ ଜମି ପାଇବା ପାଇଁ ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଯୁଗ୍ମ ସମ୍ପାଦକ ଶ୍ରୀ ଗିରିରାଜ ଭୋଇଙ୍କ ନେତୃତ୍ୱରେ ପାଟଣାଗଡ଼ ତହସିଲଦାରଙ୍କୁ ଭେଟି ଲିଖିତ ଆକାରେ ଅଭିଯୋଗ କରିଛନ୍ତି  | ତହସିଲଦାରଙ୍କ ବିନା ଅନୁମତିରେ ଜୋରଜବରଦସ୍ତ ଖୁଣ୍ଟ ପୋତିବା କାର୍ଯ୍ୟକୁ ନପସନ୍ଦ କରିଥିଲେ ଓ ଏହି ବିଷୟରେ ଉପଯୁକ୍ତ ତଦନ୍ତ କରି ସରକାରୀ ନିୟମ ଅନୁଯାଇ ଆଦିବାସୀ ମାନଙ୍କୁ ପଟ୍ଟା ଦେବା ପାଇଁ ପ୍ରତିଶୃତି ଦେଇଥିଲେ | ଦାବିପତ୍ର ଦେବା ସମୟରେ ପ୍ରେମାନନ୍ଦ ରା଼ଏ, ସୁଦାମ ଧରୁଆ, ରମେଶ ଧରୁଆ ଗୋପାଳ ଧରୁଆ, ଦୟାନିଧି ଧରୁଆ ଓ ଗ୍ରାମର ଅନ୍ୟମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like