-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

୧୬ରୁ ‌ଆରମ୍ଭ ହେବ ଟିକାକରଣର ୩ କୋଟି ସ୍ବାସ୍ଥ୍ୟକର୍ମୀଙ୍କୁ ପର୍ଯ୍ୟାୟରେ ଦିଆଯିବ କରୋନା ଟିକା।

09-Jan-2021



ନୂଆଦିଲ୍ଲୀ/ଭୁବନେଶ୍ୱର, (ପ୍ରେରଣା ଖବର)
 ଆସନ୍ତା ୧୬ରୁ ଦେଶରେ ଆରମ୍ଭ ହେବ କରୋନା ଟିକାକରଣ । ଏବେ ଟିକାକରଣ ନେଇ ଦେଶରେ ଡ୍ରାଏ ରନ ଚାଲିଥିବା ବେଳେ ଜାନୟାରୀ ୧୬ରୁ ଲୋକଙ୍କୁ ଟିକା ଦିଆଯିବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ପ୍ରଥମ ପର୍ଯ୍ୟାୟରେ ୩କୋଟି ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଟିକା ଦିଆଯିବ । ଏହା ପରେ  ୫୦ ବର୍ଷରୁ ଉର୍ଦ୍ଧ୍ବ ଏବଂ ଅନ୍ୟ ଗମ୍ଭୀର ରୋଗରେ ପୀଡ଼ିତ ଥିବା ୫୦ ବର୍ଷରୁ କମ ବର୍ଷର ୨୭ କୋଟି ଲୋକଙ୍କୁ କରୋନା ଟିକା ପ୍ରଦାନ କରାଯିବ ବୋଲି ଶନିବାର କେନ୍ଦ୍ର ସରକାର ଘୋଷଣ କରିଛନ୍ତି।
 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ କରୋନା ସ୍ଥିତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଡକାଇଥି‌ଲେ, ଯେଉଁଥିରେ ଟିକାକରଣ ଅଭିଯାନ ଆରମ୍ଭ ନେଇ ତାରିଖ ଘୋଷଣା କରିଛନ୍ତି। ଅନ୍ୟ ପକ୍ଷରେ ସେରମ୍ ଇନଷ୍ଟିଚ୍ୟୁଟର ସିଇଓ ଅଦର ପୁନାୱାଲା କହିଛନ୍ତି ଯେ ନିର୍ଦ୍ଦିଷ୍ଟ ସମୟରେ ନିର୍ଦ୍ଦିଷ୍ଟ ସ୍ଥାନରେ ଟିକା ପହଞ୍ଚାଇ ଦିଆଯିବ।ଏହା ପୂର୍ବରୁ ଟିକାକରଣ ନେଇ ସରକାର ଦୁଇଟି କରୋନା ଟିକାକୁ ଅନୁମତି ଦେଇଥିଲେ ।  ଏହା ପରେ ଦେଶରେ ଡ୍ରାଏ ରନ ଆରମ୍ଭ ହୋଇଥିଲା । ଡ୍ରାଏ ରନ ଶେଷ ହୋଇ ଆସିଥିବା ବେଳେ ସରକାର ଆଜି ଟିକାକରଣର ତାରିଖ ଘୋ‌ଷଣା କରି ଖୁସି ଖବର ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like