-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

*ମାଁ ଦୁଲାରଦେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଯୋଗଦେଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ*

13-Dec-2024



ନବରଙ୍ଗପୁର:-(ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ର ଚଚରାଗୁଡା ପଞ୍ଚାୟତ ଅଧୀନ କୁସୁମବନ୍ଧ ଗ୍ରାମ ମିନି ଷ୍ଟାଡିୟମ ଠାରେ ପଞ୍ଚଦିବସୀୟ ମାଁ ଦୁଲାରଦେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି | ଏହି ଟୁର୍ଣ୍ଣାମେଣ୍ଟ ରେ ୧୬  ଟି ଦଳ ଭାଗ ନେଇ ଥିବା ବେଳେ| ଆଜି ଫାଇନାଲ ମ୍ୟାଚଟି ପାପଡାହାଣ୍ଡି ବ୍ଳକ ସିୱାଇଏ- ଜଟାବାଲ ଓ ଉମରକୋଟ ବ୍ଳକ ଦଲଦଲି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା | ଏଥିରେ ଦଲଦଲି ଦଳ ପେନାଲ୍ଟି ସର୍ଟ ରେ ୪-୨ ପଏଣ୍ଟରେ ବିଜେତା ହୋଇଥିବା ବେଳେ ସିୱାଇଏ- ଜଟାବାଲ ଦଳ ଉପ ବିଜେତା ହୋଇଥିଲା | ଏଥିରେ ରେଫରି ଭାବେ ଆରିୟା,ରଘୁନାଥ,ଚଇତୁ ଓ ସୁରୀୟା ବେଶ୍ ସୁନ୍ଦର ଭାବେ ଖେଳ ପରିଚାଳନା କରିଥିବା ବେଳେ ଉକ୍ତ ଖେଳ ର ଧାରା ବିବରଣୀ ଡ଼ାକବାଜୀ ଜନ୍ତ୍ର ସାହାଯ୍ୟରେ ଯୁବ କ୍ରୀଡାବିତ୍  ରାଜମନ କଲାର ଖୁବ ସୁନ୍ଦର ଭାବେ ପ୍ରଚାର କରିଥିଲେl। ଶେଷରେ ଆୟୋଜିତ ସଭାରେ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ସମ୍ମାନୀତ ଅତିଥି ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଯୋଗଦେଇ ବିଜେତା ଦଳକୁ ୧୩ ହଜାର ଟଙ୍କା ସହ ଟ୍ରଫି ଓ ଉପ ବିଜେତା ଦଳ କୁ ୧୦ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ | ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ  ବିଜେଡି ବରିଷ୍ଠ ନେତା ଏମ୍. ଆପା ରାଓ, ଚଚରାଗୁଡା ପଞ୍ଚାୟତ ସରପଞ୍ଚ ରଞ୍ଜୁ ଭତ୍ରା, ନାଏବ ସରପଞ୍ଚ ଯୁଧିଷ୍ଠିର ତନ୍ତୀ,ୱାର୍ଡ ସଭ୍ୟା ହିରାବତୀ ପୂଜାରୀ,କାର୍ତ୍ତିକ ଭତ୍ରା, କର୍ଣ୍ଣ ଭତ୍ରl, ଶିବ ପ୍ରସାଦ ମିଶ୍ର,ଡି. ରାଜା, ପି. ସୁବୁଦ୍ଧି ରାଓ, ରଞ୍ଜିତ ଘରାଇ ପ୍ରମୁଖ ଉପସ୍ଥିତ ଥିଲେ | ଟୁର୍ଣ୍ଣାମେଣ୍ଟ କମିଟି ସଭାପତି ହିରାଧର ପୂଜାରୀ, ଉପ ସଭାପତି କୁମ୍ଭପାଣି ମାଝୀ, ସମ୍ପାଦକ ମନୋଜ କୁମାର ମାଝୀ, କୋଷାଧ୍ୟକ୍ଷ ମିଶ୍ର ମାଝୀ ଓ ଅନ୍ୟ ମାନେ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like