-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ ଆସୋସିଏସନ୍ ଓଜେୟୁ ଶାଖା ପକ୍ଷରୁ ବନ୍ଧୁ ମିଳନ କାର୍ଯ୍ୟକ୍ରମ

13-Dec-2024



କଳାହାଣ୍ଡି/ଧର୍ମଗଡ଼ କଳାହାଣ୍ଡି ଜିଲ୍ଲା ରାମପୁର ବ୍ଲକ ଗଉଡ କେଳା ଗ୍ରାମ ନିକଟସ୍ଥ ଉତେଇ ନଦୀ କୂଳରେ ନର୍ଲା ପ୍ରେସ ଆସୋସିଏସନ୍ ର ସଭାପତି ଚିନ୍ତାମଣି ନାଏକ ସଭାପତିତ୍ବ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ଏଥିରେ ମୁଖ୍ୟ ଅତିଥି ବରିଷ୍ଠ ଆଇନଜୀବି ପ୍ରକାଶ ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଆଇନଜୀବି ସଞ୍ଜୟ ସାହୁ ସନାତନ ପଣ୍ଡା ଓ ରାମପୁର ଗ୍ରାମ ପଂଚାୟତ ର ସରପଞ୍ଚ ସତ୍ୟ ନାରାୟଣ ସାହୁ  କୃଷକ ନେତା ଦୁର୍ଯ୍ୟୋଧନ କୁମାର ଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ଏହି ବୈଠକ ରେ ନର୍ଲା ପ୍ରେସ ଆସୋସିଏସନ୍ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ସଂଘର ଆଗାମୀ କାର୍ଯ୍ୟପନ୍ଥା କିପରି ରହିବ ଏବଂ ସଂଘ ଆଗାମୀ ନୂତନ ବର୍ଷରେ କଣ କଣ କାର୍ଯ୍ୟ ହାତକୁ ସେନେଇ ନେଇ ସମସ୍ତ ସଦସ୍ୟ ଏକତ୍ରିତ ରହି ସଂଘ ପରିଚାଳନା ବିଷୟରେ ବିସ୍ତୃତ ଆଲୋଚନା କରାଯାଇ ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ନିଷ୍ପତି ନିଆଗଲା ଏହି କାର୍ଯ୍ୟକ୍ରମ ରେ ସଂଘର ସମ୍ପାଦକ ସନ୍ତୋଷ କୁମାର ପାତ୍ର ଓ ଉପସଭାପତି ଡୋଲାମଣୀ ସାହୁ  ନୃପରାଜ୍ ସାହୁ କୋଷାଧ୍ୟକ୍ଷ ସଞ୍ଜୀବ ଦାସ ଓ ବରିଷ୍ଠ ସଦସ୍ୟ ଭିକାରୀ ଚରଣ ଗଉଡ ,ବାବୁଲାଲ ବାଗ, ତପନ ସାହୁ, ଗଣେଶ ଭୋଇ , ଚତୁର୍ଭୁଜ ନାଏକ, ଜଗନ୍ନାଥ ନାଏକ, ନରୋତ୍ତମ ପାୟା ସିଂ, ଅଜିତ ମାଝି ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିବା ବେଳେ ସଂଘର ଉପଦେଷ୍ଟା ତଥା ଯୁବ ଆଇନଜୀବୀ ଦୀପକ କୁମାର ସାହୁ ସଂଘକୁ ସୁଦୃଢ କରିବା ପାଇଁ ଏକ ପାଞ୍ଚ ଜଣିଆ କାର୍ଯ୍ୟକାରୀ କମିଟି ଗଠନ କରାଯାଇ ପୃଥକ୍ ପୃଥକ୍ ଦାୟିତ୍ଵ ଅର୍ପଣ କରି ସଭା ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026

You Might Also Like