-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଜିଲ୍ଲା

 ଦୁଇଦିନିଆ ଶିକ୍ଷା ଯାତ୍ରାରେ  ଭାଇଜାଗ୍ ଗସ୍ତ କଲେ ଜେ ଏସ୍ ଏମ୍ କଲେଜର ଛାତ୍ରଛାତ୍ରୀ

13-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜେ.ଏସ୍.ଏମ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟର ୪୬ ଛାତ୍ରଛାତ୍ରୀ ଓ ୯ ଜଣ ଶିକ୍ଷକଶିକ୍ଷୟତ୍ରୀ ଦୁଇଦିନିଆ ଏକ ଶିକ୍ଷା ଯାତ୍ରାରେ  ଭାଇଜାଗ୍(ଭିଶାଖାପଟ୍ଟନମ)ଯାଇଥିଲେ। ଏହି ଯାତ୍ରାର ଉଦ୍ଦେଶ୍ୟ ହେଉଛି ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ସ୍ଥାନ ଓ ସଂସ୍କୃତି ସହିତ ପରିଚିତ କରାଇବା ଓ ସେମାନଙ୍କର ଶିକ୍ଷାରେ ନୂତନ ଅନୁଭବ ସୃଷ୍ଟି କରିବା ସହିତ ପ୍ରାକୃତିକ ଦୃଶ୍ୟ ଓ ସୌନ୍ଦର୍ଯ୍ୟତା କୁ 

ଉପଭୋଗ କରିବା l ଯାତ୍ରାରେ ଛାତ୍ରଛାତ୍ରୀ ମାନେ ଭାଇଜାକ୍ ର ଅନେକ ପର୍ଯ୍ୟଟନସ୍ଥଳ ଦର୍ଶନ କରିଥିଲେ, ଯେଉଁଥିରେ  କୈଳାସଗିରି, ସିମଞ୍ଚଳମ୍, ଆରକୁ ଭ୍ୟାଲି, ବିମାନ ସଂଗ୍ରହାଳୟ, ମେରାଇନ୍ ଡ୍ରାଇଭ୍ ଆଦି ସ୍ଥାନ ଗୁଡିକ ଅନ୍ତର୍ଭୁକ୍ତ ଥିଲା। ଏହି ସ୍ଥାନ ଗୁଡ଼ିକର ସୌନ୍ଦର୍ଯ୍ୟ ଓ ସଂସ୍କୃତିର ମହତ୍ତ୍ଵ ଛାତ୍ରଛାତ୍ରୀ ମାନଙ୍କୁ ଆକର୍ଷିତ କରିଥିଲା। ସମ୍ପୁର୍ଣ୍ଣ ଯାତ୍ରାରେ କଲେଜର ଚେୟରମ୍ୟାନ୍ ସିଏ ଶ୍ରୀକାନ୍ତ ଶର୍ମା, କଲେଜର ସମ୍ପାଦିକ ଶ୍ରୀମତୀ ସୁମନ ଶର୍ମା, ଏ ଓ ଶୈଲେଶ ପlଲ ଶିକ୍ଷକ  ନିରୋଜ ମିଶ୍ର, ସଦାଶିବ ସାହୁ, ସୌମ୍ୟ ଭୋଇ, ସୌରଭ ବଢେଇ, ମଧୁ ଏବଂ ପଦ୍ମା ମା'ମ୍ ରହି ପିଲାମାନଙ୍କୁ ମାର୍ଗ ଦର୍ଶନ ଓ  ଉହ୍ସାହିତ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କର ଜ୍ଞାନ 

ଓ ଅନୁଭବକୁ ବୃଦ୍ଧି କରିବାରେ ସାହାଯ୍ୟ କରିଥିଲେ। ଏହା ସେମାନଙ୍କର ଶିକ୍ଷାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଛାତ୍ରଛାତ୍ରୀ ବିଭିନ୍ନ ମନୋରମ ସ୍ଥାନ ଅନୁସନ୍ଧାନ କରିଥିଲେ ଓ ଭାଇଜାଗର ସମୁଦ୍ର ଦୃଶ୍ୟ ଓ ସଂସ୍କୃତିରେ ନିଜକୁ ବୁଡ଼ାଇ ଦେଇ ଥିଲେ ଏବଂ ଅଗଣିତ ସ୍ମରଣୀୟ ସ୍ମୃତି ସୃଷ୍ଟି କରିଥିଲେ। ଏହି ଉଲ୍ଲେଖନୀୟ ଯାତ୍ରା ଏକ ଆନନ୍ଦଦାୟକ ହେବା ସହିତ  ଶିକ୍ଷଣ ଏବଂ ପ୍ରେରଣାରେ ପରିପୂର୍ଣ୍ଣ ଥିଲା, ଯାହାକି ସମସ୍ତଙ୍କ ଉପରେ ଏକ ଅନନ୍ତ ଛାପ ଛାଡିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like