-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ସୁସ୍ଥ ଓ ସବୁଜ ଗଠନ ନେଇ ତିନି ଦିନିଆ ତାଲିମ ଶିବିର ଉଦଯାପିତ

14-Dec-2024



ତରଭା(କପିଳାସ ସେଠ) ତରଭା ପଞ୍ଚାୟତ ସମିତି ସଭାଗୃହ ଠାରେ ତରଭା ବିଡ଼ିଓ ଗଙ୍ଗାରାମ ବୁଡ଼େକଙ୍କ ଅଧକ୍ଷତାରେ ଚାଲିଥିବାତିନିଦିନିଆ ତାଲିମ ଶିବିର ଉଦଯାପିତ ହୋଇ ଯାଇଛି I   ଏହି ଶିବିର ରେ ତରଭା ବ୍ଲକ ର ସମସ୍ତ ୨୧ଗୋଟି ପଞ୍ଚାୟତ କୁ ସୁସ୍ଥ ଓ ସବୁଜ ପଞ୍ଚାୟତ ଗଠନ, ପଯ୍ୟାପ୍ତ ଜଳଯୁକ୍ତ ଗଠନ ଏବଂ ଲିଙ୍ଗ ଶଶକ୍ତି କରଣ ନେଇ ତିନିଦିନିଆ ତାଲିମ ଶିବିରଅନୁଷ୍ଠିତ ହୋଇ ଥିଲା  I  ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏ.ଡ଼ି. ଓ. ଏସ ଏଲ ଏମ, ସି.ଆର.ପି., ଏମ. ବି. କେ. ଅଙ୍ଗନ ୱାଡି କର୍ମୀ ତାଲିମ ପ୍ରଦାନ କରାଯାଇଥିଲା  I ଜିଲ୍ଲାସ୍ତରୀୟ ଅଧିକାରୀ ଏ ପି. ଡ଼ି. ଟ୍ରେନିଙ୍ଗ ଶୈବାଳୀନୀ ପଟ୍ଟନାୟକ, ଏବିଡ଼ିଓ ନିରଞ୍ଜନ ନାଏକ, ଡ଼ି ଏସ. ସି.ବଂଶୀଧର ନାଏକ,ଜି.ପି.ଓବିଜୟ କୁମାର ନାୟକ,  ଡ଼ି ପି ଏମ. ଆର.ଜୀ.ଏସ ଏ,  ଆର.ବି.ଏସ.କେ ମେନେଜର ଓ ରାଜେନ୍ଦ୍ର ଝାଙ୍କର ଙ୍କ ସମେତ ଅନେକ ତାଲିମ ଦାତା ତାଲିମ ପ୍ରଦାନ କରିଥିଲେ I ତିନି ଦିନ ବ୍ୟାପି ଚାଲିଥିବା ୧୯ଜଣ ସରପଞ୍ଚ, ୧୭ଜଣ ପଞ୍ଚାୟତ ନିର୍ବାହୀ ଅଧିକାରୀ, ୧୦ଜଣ ଏ.ଡ଼ି.ଓ, ୪ଜଣ ଜୀ. ଆର.ଏସ, ୧୬ଜଣ ସି ଆର.ପି,

୨୧ଜଣ, ୮ଏମ. ବି. କେ,୨୧ଜଣ  ଅଙ୍ଗନୱାଡି କର୍ମୀ ତାଲିମ ନେଇଥିଲେ I  ସୁସ୍ଥ ଓ ସବୁଜ ପଞ୍ଚାୟତ ଗଠନ, ମହିଳା ଶଶକ୍ତି କରଣ, ପାନୀୟ ଜଳ ଯୋଗାଣ, ପରିମଳ ସମେତ ବିଭିନ୍ନ ଯୋଜନା, ସମସ୍ୟାସୁଧାର  ନେଇ ତାଲିମ ଦିଆଯାଇଥିଲା  I ଜି ପି.ଓ  ବିଜୟ କୁମାର ନାୟକ ନୋଡାଲ ଅଧିକାରୀ ଭାବେ ଦାୟିତ୍ୟୁ ତୁଲାଇ ଥିଲେ  I ଏହି କାର୍ଯ୍ୟକ୍ରମ ରେ  ହିମାଞ୍ଚଳ ଥାନାପତି, ସୁଜନ ଦୀପ, ସୁନୀଲ ସାହୁ, ରମେଶ ମେହେର, ସଚିକାନ୍ତ ମହାକୁର, ରଶିକ ସୁନା ସମସ୍ତ ପିଇଓ  ସାମିଲ ଥିଲେ  I 


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like