-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଜନଜାତୀୟ  ଯୁବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ

14-Dec-2024



କଳାହାଣ୍ଡି (ପ୍ଯାରୀଲାଲ୍ ଦୁର୍ଗା): ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧିନରେ ଥିବା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ମାଇ ଭାରତ ଓ CRPF ୬୪ ବେଟାଲିଆଁନଙ୍କ ମିଲିତ ଉଦ୍ୟମରେ ୧୬ତମ ଜନଜାତିୟ ଯୁବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ନେହେରୁ ଯୁବ କେନ୍ଦ୍ର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ବିଶାଖାପାଟଣା ଯାଇଥିବା ୪୦ ପ୍ରତିଭାଗୀ ଓ ମୁମ୍ବାଇ ଯାଇଥବା ୩୦ ପ୍ରତିଭାଗୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଭଗନେଇଥିବା ଯୁବକ ଯୁବତୀଙ୍କୁ ବିଭିନ୍ନ ଦର୍ଶନୀୟ ସ୍ଥାନ ପରିଭ୍ରମଣ କରିବା ସହ ଦକ୍ଷତା ବିକାଶ ତାଲିମ ସାଙ୍ଗକୁ ପ୍ରତିଯୋଗିତା ମୂଳକ କାର୍ଯ୍ୟକ୍ରମ କରାଯାଇଥାଏ।ଏଥିରେ ବିଶାଖାପାଟଣା ଯାଇଥିବା ଦଳ ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମୁମ୍ବାଇ ଦଳ ତୃତୀୟ ସ୍ଥାନ ଅଧିକାର କରିଥିଲେ।ବକୃତା ପ୍ରତିଯୋଗିତା ରେ ବିଶାଖାପାଟଣା ଯାଇଥିବା ଝରଣା ମାଝୀ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ମୁମ୍ବାଇ

ଯାଇଥିବା ବନ୍ଦିନୀ ମାଝୀ ତୃତୀୟ ସ୍ଥାନ ଅଧିକାର କରିଥିଲେ ଏବଂ କଳାହାଣ୍ଡି ପାଇଁ ଗୌରବ ଆଣିଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ବିବେକାନନ୍ଦ ମହାନନ୍ଦ,ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ପାଢ଼ୀ, ଡି.ପି.ଆର. ଓ ଶ୍ରୀ ହଳଧର ନିଆଲ ଓଡ଼ିଶା ଭାସ୍କର ଜିଲ୍ଲା ପ୍ରତିନିଧି ଶ୍ରୀ ଲଳିତ କାନୁନଗୋ, ୬୪ଇନିସ୍ପେକଟର ସି.ଆର.

ପି. ଏଫ ପ୍ରବୀଣ ପଧାନ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଥିଲେ । ଅତିଥିମାନେ ଯୁବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ଏହାର ସଫଳ କାର୍ଯ୍ୟକାରିତା ଉପରେ ଯୁବକ ଯୁବତୀ ମାନଙ୍କ ପ୍ରମୂଖ ଭୂମିକା ଥିବା ଦର୍ଶାଇଥିଲେ ଏବଂ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ନେହେରୁ ଯୁବ କେନ୍ଦ୍ର ଜିଲ୍ଲା ଯୁବ ଅଧିକାରୀ ଶ୍ରୀ ପ୍ରସନ୍ନ ମେହେର ଅଧ୍ୟକ୍ଷତା କରିଥିବା ବେଳେ ଲେଖାପାଳ ଦ୍ଵିତୀୟା ବନଛୋର ପରିଚାଳନା  କରି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like