-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ବିପଦ‌ରେ ଲୋକସେବା ଭବନ, ବିଧାନସଭା!

08-Oct-2020



Bhubaneswar,08/10- ଲୋକସେବା ଭବନରୁ ମାତ୍ର ୨୦ମିଟର ଦୂରରେ ଓ ବିଧାନସଭାରୁ ୧୦୦ ମିଟର ଦୂରରେ ଅଛି ପେଟ୍ରୋଲ ପମ୍ପ୍। ପେଟ୍ରୋଲ ପମ୍ପର ଚାରିକଡ଼େ ସରକାରୀ କାର୍ଯ୍ୟାଳୟ। ରାଜୀବ ଭବନରୁ ଆରମ୍ଭ କରି ଖାରବେଳ ଭବନ, ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରୁ ଆରମ୍ଭ କରି ସରକାରଙ୍କର ସମସ୍ତ ପ୍ରମୁଖ କାର୍ଯ୍ୟାଳୟ ଏଠାରେ ଅଛି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସମସ୍ତ ମନ୍ତ୍ରୀ, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କ କାର୍ଯ୍ୟାଳୟ ଏଠାରେ। ପ୍ରାୟ ୨ହଜାରରୁ ଅଧିକ ସରକାରୀ କର୍ମଚାରୀ ଏଠାରେ କାମ କରୁଛନ୍ତି। କିନ୍ତୁ ସମସ୍ତଙ୍କ ଜୀବନ ବିପଦରେ। କେତେବେଳେ ଯେ, କିଛି ଦୁର୍ଘଟଣା ନଘଟିବ କେହି କହିପାରିବେନି!

   ରାଜ୍ୟ ସରକାରଙ୍କ ସୁରକ୍ଷା ବଳୟ ଭିତରେ ଏମିତି ଏକ ବିପଦ ରହିଛି ଲୋକସେବା ଭବନ ଗେଟ୍‌-୫ ନିକଟରେ ଥିବା ପେଟ୍ରୋଲ ପମ୍ପ। ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଆଜି ଦୁର୍ଘଟଣା ଘଟିବା ପରେ ଲୋକସେବା ଭବନ ପଛ ପାର୍ଶ୍ବ ପେଟ୍ରୋଲ ପମ୍ପ ଏବେ ଚିନ୍ତାର ବିଷୟ ପାଲଟିଛି। କିଛି ବର୍ଷ ପୂର୍ବେ ରାଜ୍ୟ ସରକାର ଏହି ପେଟ୍ରୋଲ ପମ୍ପକୁ ସୁରକ୍ଷା ଦୃଷ୍ଟି କୋଣରୁ ଖୋଲିବାକୁ ଦେଇନଥିଲେ। କିନ୍ତୁ ଯେଉଁ ସବୁ କାରଣ ଯୋଗୁ ଏହି ପେଟ୍ରୋଲ ପମ୍ପ ବନ୍ଦ କରିଥିଲେ ତାହା କ’ଣ ଏବେ ନାହିଁ ବୋଲି ପ୍ରଶ୍ନ ଉଠିଲାଣି। ଯଦି ଏହି ପେଟ୍ରୋଲ ପମ୍ପରେ ବଡ଼ ଧରଣର ବିସ୍ଫୋରଣ ଘଟେ ତେବେ ଲୋକସେବା ଭବନ, ବିଧାନସଭାରେ ବସିଥିବା ମନ୍ତ୍ରୀ, ଅଧିକାରୀ ଓ କର୍ମଚାରୀଙ୍କର କ’ଣ ହେବ?? ରାଜ୍ୟ ସରକାର ସୁରକ୍ଷା ଦୃଷ୍ଟିକୋଣରୁ ସଚିବାଳୟ ମାର୍ଗରେ କୌଣସି ପେଟ୍ରୋଲ ପମ୍ପ ଖୋଲିବାକୁ ଅନୁମତି ଦେଇନାହାନ୍ତି। ନୂଆ ବିମାନବନ୍ଦର ଛକରୁ ଆଚାର୍ଯ୍ୟ ବିହାର ପର୍ଯ୍ୟନ୍ତ ଏହି ରାସ୍ତାରେ ସମସ୍ତ ପ୍ରମୁଖ ସରକାରୀ କାର୍ଯ୍ୟାଳୟ, ମନ୍ତ୍ରୀ, ବିଧାୟକ ଓ ପ୍ରଶାସନିକ ଅଧିକାରୀମାନଙ୍କ କ୍ବାର୍ଟର୍ସ ଥିବାରୁ ଏଠାରେ ପେଟ୍ରୋଲ ପମ୍ପ ଖୋଲିବାକୁ ବହୁ ବର୍ଷରୁ ଅନୁମତି ଦିଆଯାଉନି। କିଛି ବ୍ୟକ୍ତି ପେଟ୍ରୋଲ ପମ୍ପ ପାଇଁ ଆବେଦନ କରିଥିଲେ ବି ପୂର୍ବରୁ କାହାକୁ ଅନୁମତି ମିଳିନି!

 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like