-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ପଡା ଠାରେ ଅଖିଳ ଭାରତୀୟ ଭୁଲିଆ ଯୁବ ସମାଜ ପକ୍ଷରୁ ରକ୍ତଦାନ ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

14-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଡ଼ା ଗ୍ରାମରେ ମହାଲକ୍ଷ୍ମୀ ପୂଜା ଅବସରରେ ଅଖିଳ ଭାରତୀୟ ଭୁଲିଆ ଯୁବ ସମାଜ ଓ ମହାଲକ୍ଷ୍ମୀ ପୂଜା କମିଟି ପଡ଼ା ର  ମିଳିତ ଆନୁକୁଲ୍ୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ  ଡ଼ ସୁଶାନ୍ତ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଜେପୁର ବ୍ଲକ ଭୁଲିଆ ସମାଜ ସଭାପତି ହୃଷୀକେଶ ମେହେର ,ସମ୍ପାଦକ ଜିତେନ୍ଦ୍ର ମେହେର , ଅମୃତ ଧାରା ନର୍ସିଂ ହୋମ ଅଧ୍ୟକ୍ଷ ଯୋଶବନ୍ତ ମେହେର ଏବଂ ଡ.ରୋଜାଲିନ ମେହେର,ବେହେରା ବଜାର କମିଟି ସଭାପତି ଅଯୋଧ୍ୟା ମେହେର , ଲକ୍ଷ୍ମୀପୂଜା କମିଟି ସଭାପତି ନେତ୍ରାନନ୍ଦ ମେହେର ଯୋଗଦାନ କରି ଆୟୋଜକ ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରଥମ ରକ୍ତଦାତା  ଭାବେ ରାଜେଶ ମେହେର ,ଶାନ୍ତନୁ କୁମାର ମିଶ୍ର ରକ୍ତଦାନ କରିଥିବା ବେଳେ ସର୍ବମୋଟ ୩୩ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ସ୍ଵାସ୍ଥ୍ୟ ଶିବିର ଅମୃତଧାରା ନର୍ସିଂ ହୋମ ଓ ବିଜେପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଟିମ ଙ୍କ ସହଯୋଗ ରେ ଅନୁଷ୍ଠିତ ହୋଇଥିଲା ।ରୋଗୀଙ୍କ  ମାଗଣା ସ୍ଵାସ୍ଥ୍ୟ ପରୀକ୍ଷା ସହ ମାଗଣା ଔଷଧ ବିତରଣ କରାଯାଇଛି । ଡ.  ଦଳଗଞ୍ଜନ ସୁନା ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ମାଗଣାରେ ଚକ୍ଷୁ ପରୀକ୍ଷା ମଧ୍ୟ କରାଯାଇଛି। ଏହି  କାର୍ଯ୍ୟକ୍ରମକୁ ଅଖିଳ ଭୁଲିଆ ଯୁବ ସମାଜର ସଭାପତି  ଅତୁଲ ରଞ୍ଜନ ମେହେର ,ସହ ସମ୍ପାଦକ ଶେଷଦେବ ମେହେର ,ସମୀର ମେହେର ,କୋଷାଧ୍ୟକ୍ଷ ରାଜେଶ ମେହେର ପରିଚାଳନା କରିଥିବା ବେଳେ ସ୍ବାସ୍ଥ୍ୟ ଶିବିର ରେ ଅମୃତଧାରା ନର୍ସିଂ ହୋମ ବିଜେପୁରର ସମସ୍ତ କର୍ମଚାରୀ ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like