-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଅପହଞ୍ଚ ଇଲାକାରେ କମ୍ବଳ ବାଣ୍ଟି ପ୍ରଶଂସା ସାଉଁଟିଲେ ଯୁବ ସାମ୍ୱାଦିକ।

14-Dec-2024



ସିନାପାଲି (ଚିନ୍ତାମଣି ନେତାମ )
ଶୀତ ଋତୁ ର ଆଗମନ ପରେ ଶୀତ ବସ୍ତ୍ର ର ଚାହିଦା ବଢିଯାଏ। ହେଲେ ଗରୀବ ସାଧାରଣ ମଣିଷ ଅଭାବ ଅନଟନ ମଧ୍ୟରେ ରହି ଶୀତ କାକର ରେ ବଞ୍ଚିବା ପାଇଁ ବସ୍ତ୍ର ଟିଏ ପାଇବା ପାଇଁ ସମ୍ବଳ ର ଅଭାବ ଯୋଗୁଁ ସମ୍ଭବ ହୋଇ ପାରେ ନାହିଁ। ଏହି ପରିପ୍ରେକ୍ଷିରେ ବଣଜଙ୍ଗଲ ଘେରା ଅପହଞ୍ଚ ଇଲାକାରେ ଯୁବ ସାମ୍ୱାଦିକ ଗରିବ ନିରୀହ ଶ୍ରେଣୀର ଲୋକଙ୍କ ପାଖରେ ପହଞ୍ଚି ଦୀର୍ଘ ବର୍ଷ ଧରି କମ୍ବଳ ବାଣ୍ଟି ପ୍ରଶଂସା ସାଉଁଟି ଥିବା ଯୁବ ସାମ୍ୱାଦିକ ରାହୁଲ ରଣା ପୁଣି ଅପହଞ୍ଚ ଇଲାକାରେ କମ୍ବଳ ବାଣ୍ଟି ପ୍ରସଂଶ ର ପାତ୍ର ହୋଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସୀମାନ୍ତ ଅପହଞ୍ଚ ଅଞ୍ଚଳରେ ନଙ୍ଗଲବୋର୍ଡ ଗ୍ରାମ ପଞ୍ଚାୟତ ର ଗୋଲାବେଡା ଗ୍ରାମ ଅବସ୍ଥିତ। ଏଠାରେ ଅନେକ ମୌଳିକ ସୁବିଧା ରୁ ବଞ୍ଚିତ ରହିଥିବା ବେଳେ ଗରୀବ ଶ୍ରେଣୀର ଲୋକେ ବସବାସ କରୁଛନ୍ତି। ଅଭାବ ଅନଟନ ମଧ୍ୟରେ ନିଜର ଗୁଜୁରାଣ ମେଣ୍ଟାଇବା ସହ ନିରୀହ ଜୀବନ ଅତିବାହିତ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୀତ ଦାଉରୁ ରକ୍ଷା ପାଇଁ ଯୁବ ସାମ୍ୱାଦିକ ଆଗେଇ ଆସି ଗ୍ରାମର ବୃଦ୍ଧ, ବୃଦ୍ଧା ତଥା ବିଧବା ଓ ନିରୀହ ଶ୍ରେଣୀର ଲୋକଙ୍କ ପାଇଁ ଶୀତ ବସ୍ତ୍ର ବଣ୍ଟନ କରିଛାନ୍ତି। ସାମ୍ୱାଦିକ ଜଣକ ଦୀର୍ଘ ୫ ବର୍ଷ ଧରି ଏହି ସେବା କାର୍ଯ୍ଯ ଜାରି ରଖିଥିବା ବେଳେ ଆଗକୁ ଏହି କାର୍ଯ୍ୟ ଜାରି ରଖିବା ପାଇଁ ଶ୍ରୀ ରଣା ପ୍ରକାଶ କରିଛନ୍ତି। ଆଜିର କମ୍ବଳ ବଣ୍ଟନ ଅବସର ରେ ନଙ୍ଗଲବୋର୍ଡ ସରପଞ୍ଚ ଜଗଦୀଶ ମାଝି, ସମିତି ସଭ୍ୟ ଡିଙ୍ଗର ମାଝି, ସମାଜ ସେବୀ ଦାଦୁ ଖାଁ, ହଳଧର ମାଝି, ୱାର୍ଡ ସଭ୍ୟ ତ୍ରିଲୋଚନ ମାଝି ସମେତ ସିନାପାଲି ବ୍ଲକ ର ସମସ୍ତ ସାମ୍ୱାଦିକ, ସ୍ଥାନୀୟ ଗ୍ରାମବାସୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like