-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

"ଗୀତାକ୍ଷେତ୍ର ରେ ରାଜ୍ୟ ସ୍ତରୀୟ ଗୀତା ଜୟନ୍ତୀ ସମାରୋହ "

14-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
  ସଦର ବ୍ଲକ ସୁବର୍ଣ୍ଣପୁର ର ସତ୍ୟବାବା ପୀଠ ଗୀତା କ୍ଷେତ୍ର ପଣ୍ଡକିଟାଲ,(ଜାମଖୋଲ ) ଠାରେ  ୫ମ ବାର୍ଷିକ ଉତ୍ସବ ଉପଲକ୍ଷେ ଦୁଇ ଦିନ ଧରି ଗୀତା ଯଞ ଓ ରାଜ୍ୟସ୍ତରୀୟ ଗୀତା ଜୟନ୍ତୀ  ସମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଗୀତା ଯଞ,ସର୍ବ ମୁଖରେ ଗୀତା ପାଠ ,ପ୍ରବଚନ ,ବିଭିନ୍ନ ସ୍କୁଲ ରୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଗୀତା ପାଠ ପ୍ରତିଯୋଗିତା ଓ ପ୍ରସାଦ ସେବନ ଗୀତା କ୍ଷେତ୍ର ଆଞ୍ଚଳିକ ପରିଚାଳନା କମିଟୀ ଦ୍ୱାରା ବ୍ୟବସ୍ଥା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବହୁ ସଂଖ୍ୟାରେ ସାଧୁସନ୍ଥ,ବ୍ରାହ୍ମଣ, ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ଭିଡ  ସହିତ ନାମ ସଂକୀର୍ତ୍ତନ, ଘଣ୍ଟ ଶଙ୍ଖ ନାଦ ଏହି ପୀଠର ଆଧ୍ୟାତ୍ମିକ ବାତାବରଣ କୁ ବହୁଗୁଣିତ କରିଥିଲା।ଏହି ଯଞ ରେ କର୍ତ୍ତା ଭାବରେ ଅଂଶ ଗ୍ରହଣ କରିଥିଲେ ଜଗନ୍ନାଥ ପୋଢ ଓ ବିଷ୍ଣୁପ୍ରିୟା ପୋଢ,ନୀଳାଚଳ ସେଠୀ ଓ ରଶ୍ମିବାଳା ସେଠି , ସୁନାମତ ନାଏକ ଓ ସତ୍ୟଭାମା, ନିତ୍ୟାନନ୍ଦ କାଣ୍ଡ ଓ ପ୍ରମୋଦିନି କାଣ୍ଡ , ସ୍ୱାଧୀନ ଭୋଇ ଓ କଳ୍ପନା ଭୋଇ,ସୂର୍ଯ୍ୟନାରାୟଣ ସାହୁ ଓ ସିତା ସାହୁ ।ଏହି ଜୟନ୍ତୀ ରେ ସଭାପତି କରମଚାନ୍ଦ ମହାନ୍ତି ସମ୍ପାଦକ ଶୁବ୍ରତ ନାଗ ସହ ସମ୍ପାଦକ କୁଶଳେଶ୍ୱର ପୁଟେଳ ଆବାହକ ଭୁବନେଶ୍ବର ସାହୁ ଆବାହକ ଚ୍ୟୈତନ୍ୟ ବାଗ କୋଷାଧକ୍ଷ ଶ୍ରୀଧର ନାଏକ ଓ ଆଞ୍ଚଳିକ ପରିଚାଳନା କମିଟୀ *ର* ସମସ୍ତ କର୍ମକର୍ତ୍ତା,ଆଞ୍ଚଳିକ ପ୍ରବଚନ ମଣ୍ଡଳୀ ତଥା ଏହି ପୀଠର ପଡ଼ୋଶୀ ଗ୍ରାମ ର ସମସ୍ତ ଭକ୍ତବୃନ୍ଦ ସହଯୋଗ କରିଥିଲେ।ସେହିପରି "ଗୀତା କ୍ଷେତ୍ର ରେ ଗୀତା ଆବୃତ୍ତି ପ୍ରତିଯୋଗିତା ରେ ସଦର ବ୍ଲକ ସୁବର୍ଣ୍ଣପୁର ଅନ୍ତର୍ଗତ ସତ୍ୟ ବାବା ପୀଠ ଗୀତାକ୍ଷେତ୍ର ରେ ଗୀତା ଜୟନ୍ତୀ ପାଳିତ ହୋଇଛି। ଏହି ଉତ୍ସବରେ ଶ୍ରୀମଦ ଭଗବତ ଗୀତା ପ୍ରଚାର କମିଟି ଓଡ଼ିଆ ର ସଦସ୍ୟ ବୃନ୍ଦ ଉପସ୍ଥିତ ରହି ପ୍ରଥମେ ଗୀତା ପ୍ରବଚନ କରିଥିଲେ ଓ ପରେ ସୁବର୍ଣ୍ଣପୁର ଜିଲ୍ଲା ର ବିଭିନ୍ନ ସ୍କୁଲ ରୁ ଆସିଥିବା ୩୪ ଜଣ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ପ୍ରଥମ ସ୍ଥାନ ମୃଣ୍ମୟୀ ସାହୁ,ଦୁତ୍ୱୀୟ ସୁଳଗ୍ନା କଣ୍ଟା, ତୃତୀୟ ମୋନାଳିଶା ମହାପାତ୍ର। ମହନ୍ତ କ୍ଷେତ୍ରବାସୀ ଦାସ ସଭାପତିତ୍ବ କରିଥିଲାବେଳେ ମୁଖ୍ୟ ଅତିଥି ଭାବେ ପଣ୍ଡିତ ପ୍ରଫୁଲ୍ଲ ପଧାନ ଯୋଗ ଦେଇଥିଲେ,ବାଦ୍ୟ ଯନ୍ତ୍ର ରେ ଳଳିତ ସେଠୀ ରବି ଦଣ୍ଡସେନା ବୈଶାଖୁ ସାହୁ ଓ ମହିଳା ସଙ୍କୀର୍ତ୍ତନ ମଣ୍ଡଳି ଗୁରୁପାଳି। ପଣ୍ଡିତ ଅଭିମନ୍ୟୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ର ବହୁ ପଣ୍ଡିତ ଗଣ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like