-+91-9937148622 |
prerana_bgr@rediffmail.com |
Sunday 16th August 2026 |
R.N.I. Regd No. ODIODI/2010/46693
Breaking News
09-Jan-2021
ଭୁବନେଶ୍ବର, (ପ୍ରେରଣା ଖବର) ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୬୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୮୦୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।