-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ତ୍ରି ଦିନାତ୍ମକ ପଞ୍ଚ କୁଣ୍ଡିୟ ବିଶ୍ୱ ଶାନ୍ତି ମହା ଯଜ୍ଞ ସହ ଶ୍ରୀ ରାମେଶ୍ୱର ଶିବଲିଙ୍ଗ ପ୍ରତିଷ୍ଠା ମହୋତ୍ସବ

14-Dec-2024



ଅତାବିରା (ଆକାଶ ମିଶ୍ର): ଏନ ଏସି ଅନ୍ତର୍ଗତ ଶ୍ରୀରାମ ବାବା ମଠ ଶ୍ରୀ ମହନ୍ତ ସ୍ୱାମୀ ସନ୍ଥ ଗିରି ଙ୍କ ତତ୍ୱାବଧାନ ରେ ତ୍ରିଦିନାତ୍ମକ ପଞ୍ଚକୁଣ୍ଡିୟ ବିଶ୍ୱଶାନ୍ତି ମହାଯଜ୍ଞ ଓ ଶ୍ରୀ ରାମେଶ୍ୱର ଶିବଲିଙ୍ଗ ପ୍ରତିଷ୍ଠା ମହୋତ୍ସବ ମହା ସମାରୋହରେ ଆରମ୍ଭ ହୋଇ ଯାଇଛି।ଏହି ଅବସରରେ ପଣ୍ଡିତ ଆଦିତ୍ୟ ମିଶ୍ର ଓ ତାଙ୍କ ସାଥି ମାନେ ପୁଜା କାର୍ଯ୍ୟ ପାଇଁ ବ୍ରହ୍ମା ବରଣ ହୋଇଥିବା ବେଳେ ମୁଖ୍ୟ କର୍ତ୍ତା ବିଭୁତି ଭୂଷଣ ଖମାରୀ , ଧର୍ମପତ୍ନୀ ଚିନ୍ମୟୀ ଖମାରୀ ଙ୍କ ସମେତ ଗୋବିନ୍ଦ ଖମାରୀ,ଝସକେତନ ସାହୁ,

ବଦ୍ରିନାଥ ମିଶ୍ର,ମୁନସି ସାହୁ,ପ୍ରେମରାଜ ପ୍ରଧାନ,ଭେଙ୍କେଟ ରାଇଡୁ,କମଳା କାନ୍ତ ଭୋଇ,ସୁଧୀର ବାରିକ,ରୁଦ୍ର ନାରାୟଣ ଖାମାରୀ,କ୍ଷୀରୋଦ ସୋନି,ସୁରେଶ ଗଡ଼ତିଆ,ନରେନ୍ଦ୍ର ପ୍ରଧାନ,ପୁଷ୍ପଚନ୍ଦ୍ର ନାଏକ,ଗଜାନନ ପ୍ରଧାନ,ନଟବର ଲାଲ ଅଗ୍ରୱାଲ  ଆଦି  ୧୬ ଯୋଡ଼ି କର୍ତ୍ତା ସପତ୍ନିକ କର୍ତ୍ତା   ଦାୟିତ୍ୱ ନିର୍ବାହ କରୁଛନ୍ତି।ସର୍ବ ପ୍ରଥମେ ୧୩ ତାରିଖ ଦିନ ଅତାବିରା ପାର୍ବତୀ ମନ୍ଦିର ପୋଖରୀ ତୁଠ ରେ ସୁବିଜ୍ଞ ପଣ୍ଡିତ ମାନଙ୍କ ଦ୍ୱାରା ମନ୍ତ୍ର ପାଠ,ପୂଜାର୍ଚ୍ଚନା ପୂର୍ବକ ଜଳ ପୂର୍ଣ୍ଣ କଳସ ମୁଣ୍ଡାଇ ଶ୍ରୀ ରାମ ବାବା ମଠ ଯଜ୍ଞ ମଣ୍ଡପ ସମୀପରେ ସ୍ଥାପନ କରି ଦେବତା ଆବାହନ,ଅଗ୍ନି ସ୍ଥାପନ ଓ ଯଜ୍ଞାରମ୍ଭ,ବିଷ୍ଣୁ ସହସ୍ର ନାମ ହୋମ ହୋଇଥିଲା।୧୪ତାରିଖ ପୂଜାବିଧି ପୁର୍ବକ ଶ୍ରୀ ରାମେଶ୍ୱର ଶିବଲିଙ୍ଗ ବିଗ୍ରହ ଙ୍କ ମହା ସ୍ନାନ,ରୁଦ୍ରାଭିଷେକ,ଶ୍ରୀଙ୍ଗାର ଓ ମହା ମୃତ୍ୟୁଞ୍ଜୟ ହୋମ,ଆରତୀ ପୁଷ୍ପାଞ୍ଜଳି ହୋଇଥିଲା।ପ୍ରତିଷ୍ଠା ମହୋତ୍ସବ ରେ ନିମନ୍ତ୍ରିତ ହୋଇଥିବା ନୂଆପଡା ଆଶ୍ରମ ରୁ ସ୍ୱାମୀ ବ୍ରତାନନ୍ଦ ସରସ୍ୱତୀ,କଳାହାଣ୍ଡି ରୁ ସ୍ୱାମୀ ମାଧବାନନ୍ଦ ଗିରି,ସ୍ୱାମୀ ରାମ ଦାସ,ଝାଡ଼ଖଣ୍ଡ ରୁ ସ୍ୱାମୀ ଜୟ ରାମାନନ୍ଦ ଗିରି,ଗଜପତି ରୁ

ସ୍ୱାମୀ ନକୁଲାନନ୍ଦ ପୁରୀ,ବରଗଡ଼ ରୁ ସ୍ୱାମୀ ନାରଦାନନ୍ଦ ସରସ୍ବତୀ,ସ୍ୱାମୀ ତନ୍ମୟାନନ୍ଦ,ସ୍ୱାମୀ ଲିଙ୍ଗରାଜ ଦାସ,ଢେଙ୍କାନାଲ ରୁ ସ୍ୱାମୀ ଖଦଲ ବାନପ୍ରସ୍ତି ଓ ଗଂଜ୍ଜାମ ରୁ ସ୍ୱାମୀ ଧୁଳିଆ ଦାସ ଉପସ୍ଥିତିରେ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ।ଆସନ୍ତା କାଲି ୧୫ତାରିଖ ଦିନ ବିଧି ପୁର୍ବକ ଯଜ୍ଞାରମ୍ଭ,ଗୀତା ହୋମ ସହ ଅପରାହ୍ନ ରେ ଆରତୀ,ପୁଷ୍ପାଞ୍ଜଳି ସହ ପୂର୍ଣ୍ଣାହୁତି ହେବ।ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ମାନଙ୍କର ସମାଗମ ରେ ସମସ୍ତଙ୍କ ପାଇଁ ଅନ୍ନ ପ୍ରସାଦ ର ବ୍ୟବସ୍ଥା ରହିଥିବା ବେଳେ ପ୍ରତ୍ୟହ ଅପରାହ୍ନ ରେ ଆରତୀ, ପୁଷ୍ପାଞ୍ଜଳି ସହ ସନ୍ଧ୍ୟାରେ ଭଜନ ପ୍ରବଚନ ମଧ୍ୟ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like