-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ବରଗଡ ଆଇଆଇଏଚଟି ଡିପ୍ଲୋମା ପାଠ୍ଯକ୍ରମ କୁ ସ୍ନାତକ କରିବା ସହ ବରଗଡ ବାଳିଜୋରି ବଜାରର ବିକାଶ କଥା ଲୋକସଭାରେ ଉଠାଇଲେ ବରଗଡ ସାଂସଦ ।।

14-Dec-2024



ବରପାଲି, (ସୁଦାମ ଦୀପ )
 ଲୋକସଭାର ଶୀତକାଳୀନ ଅଧିବେଶନ ସମୟରେ ୩୭୭ ଧାରା ଅଧିନିୟମ ଆଧାରରେ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ବରଗଡରେ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରତିଷ୍ଠିତ,ହୋଇଥିବା ଭାରତୀୟ ହସ୍ତତନ୍ତ ବୟନ ଶିଳ୍ପ  ଓ ଡିପ୍ଲୋମା ପାଠ୍ଯକ୍ରମରେ ସ୍ନାତକ ପାଠ୍ଯକ୍ରମ ଯୋଡିବା ସହ ବରଗଡ - ବରପାଲି ଜାତୀୟ ରାଜପଥ ନିକଟରେ ଅବସ୍ଥିତ ବାଳିଜୋରି ସମ୍ବଲପୁର କପଡା ବଜାରକୁ ଉନ୍ନତ ମାନର ବଜାର ସ୍ଥାପିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ତାଙ୍କ ଦାବୀରେ ଉଲ୍ଲେଖ କରିଛନ୍ତି ଯେ,ଶ୍ରୀ ସନ୍ତୋଷ ଗଙ୍ଗାୱାରଜୀ ଯେତେ ବେଳେ କେନ୍ଦ୍ର ସରକାରଙ୍କ  ବୟନ ଶିଳ୍ପ ବିଭାଗର ମନ୍ତ୍ରୀ ଥିଲେ ୨୦୧୫ ମସିହାରେ ବରଗଡ ଜିଲ୍ଲା ଗସ୍ତରେ ଆସିଥିବା ସମୟରେ ବରଗଡ  ଆଇଆଇଏଚଟି କୁ ସ୍ନାତକ ଡିଗ୍ରୀରେ ଅପଗ୍ରେଡ  କରିବା ପାଇଁ ଘୋଷଣା କରିଥିଲେ । ସମ୍ବଲପୁରୀ ହେଣ୍ତଲୁମ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ବିସ୍ତାରିତ ଥିବା କାରଣରୁ ଏହାଦ୍ୱାରା ଅନେକ ବୁଣାକାର ଲାଭାନ୍ୱିତ ହେବେ । ସାଂସଦ ଶ୍ରୀ ପୁରୋହିତ ବରଗଡ ର ବାଲିଜୋରୀ ବଜାର ଉପରେ କିଭଲି ୧୧ଟି ଜିଲ୍ଲାର ବୁଣାକାର ନିର୍ଭର କରୁଛନ୍ତି ଓ ଓଡିଶା ତଥା ଓଡିଶା ବାହାରର ଗ୍ରାହକ ଓ ବ୍ଯବସାୟୀ ମାନେ ଏହି ବଜାର ଉପରେ ନିର୍ଭର କରୁଥିବା ଦର୍ଶାଇ ଏହି ବଜାର ସାମଗ୍ରୀକ ବିକାଶ ପାଇଁ ମଧ୍ଯ  ସାଂସଦ ଶ୍ରୀ ପୁରୋହିତ କେନ୍ଦ୍ର ସରକାରଙ୍କ ଦୃଷ୍ଟି  ଆକର୍ଷଣ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like