-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ଶକ୍ତି ସଂରକ୍ଷଣ ସପ୍ତାହ ଉଦଯାପିତ,,,,,,, ଶକ୍ତି ସଂରକ୍ଷଣ ହିଁ ବିକାଶ ର ମୂଳ ଉତ୍ସ ବୋଲି ମତ ପ୍ରକାଶ

14-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପ୍ରତିଟି ବିକାଶର ମୂଳରେ ଶକ୍ତିର ଆବଶ୍ୟକତା ରହିଥିବା ବେଳେ ଶକ୍ତି ସଂରକ୍ଷଣ ଏବେ ଆମ ସମସ୍ତଙ୍କ ପାଇଁ ଆହ୍ବାନରେ ପରିଣତ ହୋଇଛି ବୋଲି ବରଗଡ଼ ରାଣା ପ୍ରତାପ ସ୍କୁଲ ଠାରେ ସ୍କୁଲର ଏନର୍ଜି କ୍ଲବ ଆନୁକୁଲ୍ୟରେ ଅନୁଷ୍ଠିତ ଶକ୍ତି ସଂରକ୍ଷଣ ସପ୍ତାହ ଉଦଯାପନୀ ସମାରୋହରେ ମତ ପ୍ରକାଶ ପାଇଛି। ଏହି ଅବସରରେ ଆୟୋଜିତ ଶକ୍ତି ସଂରକ୍ଷଣ ଜନ ସଚେତନତା ଶୋଭାଯାତ୍ରା ,କୁଇଜ୍ ପ୍ରତିଯୋଗିତା,ତର୍କ ପ୍ରତିଯୋଗିତା ଓ ଚିତ୍ରାଙ୍କନ ପ୍ରତିଯୋଗିତାକୁ ଏଡିଇଓ ଜ୍ୟୋତି କାନ୍ତ ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିଥିଲେ ।
ପୁରସ୍କାର ବିତରଣ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୂଦୀପ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଧାଙ୍ଗେର ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସ୍ମିତା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିବା ସହ ସଂପ୍ରତି ପ୍ରତିଟି ବିକାଶ ପାଇଁ ଶକ୍ତିର ଆବଶ୍ୟକତା ରହିଥିବା ବେଳେ ଏହାର ସଂରକ୍ଷଣ ଆମ ସମସ୍ତଙ୍କ ପାଇଁ ବଡ ଆହ୍ବାନ ବୋଲି ଉଲ୍ଲେଖ କରିଥିଲେ ।

ସମ୍ମାନିତ ଅତିଥି ଭାବେ ବରିଷ୍ଟ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ତ୍ରିପାଠୀ,କେଦାର ନାଥ ବାବୁ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।କୁଇଜ୍ ପ୍ରତି ଯୋଗୀତାରେ କାହ୍ନା ବାରିକ,ଯୋଗେଶ୍ୱରୀ କୁମ୍ଭାର,ବୈଷ୍ଣବୀ ପ୍ରଧାନ ଚିତ୍ରାଙ୍କନରେ ସୋମେନ୍ଦ୍ର ବରାଡ,କାହ୍ନା ବାରିକ 
ଧରିତ୍ରୀ ରାଉତ,ଓ ତର୍କ ପ୍ରତିଯୋଗିତାରେ ଅଶ୍ଳେଷା ମହାନନ୍ଦ ,ପ୍ରାଚୀ ଭୋସାଗର , ଆଶିଷ ନାଏକ ଯଥାକ୍ରମେ ପ୍ରଥମ ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇ ଥିଲେ । ଶିକ୍ଷୟିତ୍ରୀ ସୀମା ଭୋଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ  ଏନର୍ଜି କ୍ଲବର ଭାରପ୍ରାପ୍ତ ଶିକ୍ଷୟିତ୍ରୀ ନିଳୀମା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like