-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ହାଇସ୍କୁଲ ବରଗଡ଼ରେ ଶକ୍ତି ସଂରକ୍ଷଣ ସପ୍ତାହ ପାଳିତ

14-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବରଗଡ଼ରେ   ଶକ୍ତି ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ ଉଦଯାପନୀ  ଦିବସରେ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟର ବିକ୍ରମ ସାରାଭାଇ ଶକ୍ତି କ୍ଲବ ଓ ଇକୋ କ୍ଲବର ସଦସ୍ୟମାନଙ୍କୁ ନେଇ ଏକ ଶୋଭାଯାତ୍ରା କରାଯାଇଥିଲା ଓ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଇଥିଲା।ସମସ୍ତ ସଦସ୍ୟ ହାତରେ ପ୍ଲାକାର୍ଡ ଧରି ସ୍ଲୋଗାନ ମାଧ୍ୟମରେ ବରଗଡ଼ ସହର ପରିକ୍ରମା କରିବା ସହିତ ନଗରବାସୀଙ୍କୁ ଶକ୍ତି ସଂରକ୍ଷଣ କରିବା ନିମନ୍ତେ ସଚେତନତାର ବାର୍ତ୍ତା ଦେଇଥିଲେ। ଏହାପରେ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସୁନାଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟର ଶକ୍ତି କ୍ଲବ ପକ୍ଷରୁ ଆୟୋଜିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ ଯୋଗ ଦେଇଥିଲେ। ଶକ୍ତି କ୍ଲବ ଶିକ୍ଷୟିତ୍ରୀ ଦେମେଶ୍ୱରୀ ମେହେର ଦିବସ ପାଳନର ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସାହୁ ଶକ୍ତି ସଂରକ୍ଷଣର ଆବଶ୍ୟକତା ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଧାରଣା ଦେଇଥିଲେ।

ଆୟୋଜିତ ଶକ୍ତି ସଂରକ୍ଷଣ ସମ୍ପର୍କିତ ଏକ ପୋଷ୍ଟର ପ୍ରତିଯୋଗୀତାରେ ବରିଷ୍ଠ ବିଭାଗରୁ ଛାତ୍ରୀ ଆକ୍ରିତି କୁମ୍ଭାର, ବର୍ଷା ପଟେଲ ଓ ଚୁଲେଶ୍ୱରୀ ସେଠ୍ ଯଥାକ୍ରମେ ପ୍ରଥମ ,ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ କନିଷ୍ଠ ବିଭାଗରୁ ଛାତ୍ରୀ ସ୍ନେହାରାଣୀ ମହାକୁର, ଶ୍ରଦ୍ଧା ପ୍ରଧାନ ଓ ପାୟଲ ସ୍ୱାଇଁ ଯଥାକ୍ରମେ ପ୍ରଥମ ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସପ୍ତାହର ବିଭିନ୍ନ ଦିବସରେ ଶକ୍ତି ସଂରକ୍ଷଣ ସମ୍ପର୍କରେ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ମାନପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ। ଶିକ୍ଷକ ବିବେକାନନ୍ଦ ଅଦାବର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ ମେହେର,ଇକୋ କ୍ଲବ ଶିକ୍ଷୟିତ୍ରୀ ଅଞ୍ଜଳି ବିଶ୍ବାଳ, କମଳା ଦାଶ, ସୁକାନ୍ତି ସାହୁ, ପଦ୍ମିନୀ ପ୍ରଧାନ, ଦିପ୍ତିମୟୀ ସାହୁ, ଶିଳ୍ପା ଦାସ, ଅନ୍ନପୂର୍ଣ୍ଣା ମିର୍ଦ୍ଧା ଏବଂ ଇକୋ କ୍ଲବ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ସକ୍ରିୟ ସହଯୋଗ କରିଥିବାବେଳେ ଶିକ୍ଷୟିତ୍ରୀ ନନ୍ଦିନୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026

You Might Also Like