-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ଲାଞ୍ଜିଗଡବ୍ଲକ ଭୁର୍ତିଗଡ ସରକାରୀ 5t ସ୍କୁଲ ରୂପାନ୍ତରଣ କାର୍ଯ୍ୟ ରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି

15-Dec-2024



କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଭୁର୍ତିଗଡ ସରକାରୀ 5t ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବିଜେଡ଼ି ସରକାର ଶାସନ ସମୟରେ ୨୦୨୩:୨୦୨୪  ମସିହାରେ ଉକ୍ତ ସ୍କୁଲର ରୂପାନ୍ତିକରଣ ପାଇଁ 5t ଯୋଜନା ରେ ପାଖାପାଖି ୭୦ଲକ୍ଷ ଟଙ୍କାର ବିଭିନ୍ନ କାର୍ଯ୍ୟ ତତକାଳୀନ ବିଡ଼ିଓ ଏବଂ ଲାଞ୍ଜିଗଡ ବ୍ଲକର ଜଣେ ବିଜେଡ଼ି ନେତ୍ରୀଙ୍କ ସ୍ୱାମୀ ନିଜେ ଠିକାଦାର ସାଜି କାର୍ଯ୍ୟଟିକୁ ଅତିରୁ ଅତି ନିମ୍ନମାନର କରି ପାଖାପାଖି ୩୫ ଲକ୍ଷ ଟଙ୍କାର ଘୋଟଲା କରାଯାଇ ଥିବାର ଅଭିଯୋଗ ହୋଇଛି ୩ରୁ ୪ହଜାର ମାର୍କେଟ ଭେଲୁ ଥିବା ଚିୟାର ଟେବୁଲ କୁ ୧୨ରୁ  ୧୫ହଜାର ଟଙ୍କାର ଅତ୍ୟଧିକ ଚଢ଼ା ଦରରେ ବିଲ କରାଯାଇ ଥିବା ବେଳେ ଅନେକ କାର୍ଯ୍ୟ ନ କରି ଲକ୍ଷ ଲକ୍ଷ ଟଙ୍କାର ମିଥ୍ୟା ବିଲ ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଧମକଚମକ ଦେଇ ଦସ୍ତଖତ କରାଇ ଥିବା ସେହି ନାରୀନେତ୍ରୀ ଙ୍କ ସ୍ୱାମୀଙ୍କ ସମ୍ପୃକ୍ତି ଅଭିଯୋଗ ହୋଇଛି! ତତ ସଂଗେ ସଂଗେ ଉକ୍ତ ସ୍କୁଲରେ ଶ୍ରମିକ  ମାନଙ୍କ ନାମରେ ୧୦ଲକ୍ଷରୁ ଉର୍ଦ୍ଧ ଟଙ୍କା ର ମିଥ୍ୟା ବିଲ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି ଏହି ସ୍କୁଲ କାର୍ଯ୍ୟ ମହାଘୋଟାଲାରେ ତତକାଳୀନ ବିଡ଼ିଓ ଏବଂ ସମ୍ପୃକ୍ତ ଠିକାଦାର ଓ ସ୍କୁଲକୁ ବିଭିନ୍ନ ସାମଗ୍ରୀ ଯୋଗାଇ ଥିବା ଜଣେ ଅସାଧୁ ବ୍ୟବସାୟୀ ଓ ବ୍ଲକ ଶିକ୍ଷl ଅଧିକାରୀଙ୍କ ମିଳି ଭଗତ ରେ ସମସ୍ତ ଦୁର୍ନୀତି ହୋଇଥିବା କୁହା ଯାଉଛି ଏଭଳି କି ସ୍କୁଲ ଏମ ଭି ବିଲ ବୁକ ମଧ୍ୟ ଵେ ଆଇନ ଭାବରେ ଠିକାଦାର ନିଜେ ତାଙ୍କ ନିଜ ହାତ ଲେଖା ଥିବା ଲକ୍ଷଲକ୍ଷ ଟଙ୍କାର ମିଥ୍ୟା ବିଲ କରି ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗ ହୋଇଛି!ଏହା ଭାତ ହାଣ୍ଡିରୁ ଗୋଟେ ଏଭଳି ବ୍ଲକ ସମସ୍ତ ୨୪ ଗୋଟି 5t ସ୍କୁଲ ରେ କୋଟି କୋଟି ଟଙ୍କାର ମହାଦୁର୍ନୀତିର ଗନ୍ଧ ପଦାକୁ ଆସୁଛି,  ଏଣୁ ଏହାର ଉଚ୍ଚସ୍ତରୀୟ ଭିଜିଲାନ୍ସ ବିଭାଗ ଦ୍ଵାରା ତଦନ୍ତ ନିର୍ଦେଶ ପାଇଁ ରାଜ୍ୟ ସରକାରଙ୍କ ଦୃଷ୍ଟି ଗୋଚର ନିମନ୍ତେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like