-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

*ଭାରତ ମାଳା ଓଭରବ୍ରିଜ ନିର୍ମାଣ ଯୋଗୁଁ "ସିଂସାରି-ଧୋଡ୍ରା" ରାସ୍ତା ୪ଦିନ ବନ୍ଦ*

15-Dec-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଡାବୁଗାଁ ଥାନା ଅନ୍ତର୍ଗତ ସିଂସାରି ଠାରୁ ଧୋତ୍ରା ମଧ୍ୟରେ ଭି ଏସ୍ ପଦର ଗ୍ରାମ ନିକଟରେ ଭାରତମାଳା ପ୍ରକଳ୍ପ ରାସ୍ତାର ଭି ୟୁ ପି(ଓଭର୍ ବ୍ରିଜ)ନିର୍ମାଣ କରାଯିବ । ଏଥିପାଇଁ ସଂସାରୀ ଠାରୁ ଧୋତ୍ରା ରାସ୍ତା ଦେଇ ଯାନବାହାନ ଚଳାଚଳ ୪ଦିନ ପାଇଁ ବନ୍ଦ ରହିବ I ଭାରତମାଳା ରାସ୍ତା କାର୍ଯ୍ୟ କରୁଥୁବା ୟୁ ଏମ୍ ଏସ୍ ଏଲ୍ କମ୍ପାନୀ ପକ୍ଷରୁ ଏଥିପାଇଁ ଡାବୁଗାଁ ଥାନା, ଉମରକୋଟ ତହସିଲ,ଉମରକୋଟ ଥାନା କୁ ପୂର୍ବ ସୂଚନା ପ୍ରଦାନ କରାଯାଇଛି I ଚଳିତ ମାସ ୧୬ ରୁ ୧୯ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ  ‌l ଓଭରବ୍ରିଜ ନିର୍ମାଣ ହେବାକୁ ଥୂବାବେଳେ ଏହି ୪ ଦିନ ଅଂଚଳବାସୀଙ୍କ ସହଯୋଗ କାମନା କରାଯାଇଛି । ନିର୍ମାଣ କାର୍ଯ୍ୟ ସମୟରେ ରାସ୍ତା ଉପରେ ଯାତାୟତ କରୁଥିବା ଲୋକଙ୍କ ପାଇଁ ବିପଦ ଥୂବାରୁ ୩୦ ମିଟର ଦୂରରେ କମ୍ପାନୀ ପକ୍ଷରୁ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି I ଯେଉଁ ରାସ୍ତାରେ ଭାରିଯାନ ବ୍ୟତୀତ ଛୋଟ ଗାଡି ଯିବା ଆସିବା କରି ପାରିବ ବୋଲି କରାଯାଇଛି I ନିର୍ମାଣ କାର୍ଯ୍ୟ ସକାଳ ୧୦ ଟା ରୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ଚାଲିବ I ସୁଚନା ଯୋଗ୍ୟ, ରାୟପୁର ଠାରୁ ବିଶାଖାପାଟଣା ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ଭାରତ ମାଳା ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଥିବା ବେଳେ ଅନ୍ତିମ ପର୍ଯ୍ୟାୟରେ ରହିଛି I ରାସ୍ତା ନିର୍ମାଣ ହେଲେ ନବରଙ୍ଗପୁର ଜିଲ୍ଲା ବାସୀ ରାୟପୁର ଓ ବିଶାଖାପାଟଣା କୁ କମ୍ ସମୟରେ ଯିବା ଆସିବା କରିବା ସହ ବାଣିଜ୍ୟ କାରବାର ବଢିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like