-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||     

HOME   ଜିଲ୍ଲା

ଶିଶୁ ଙ୍କୁ ଭୋଜନ ରେ ଆପ୍ୟାୟିତ କରି ଡ଼ଃ ଅଭିଷେକ ଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳୀ

15-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଶିଶୁ ଗୃହ ଠାରେ ସୁବର୍ଣ୍ଣପୁର ଜିଲ୍ଲା ର ଏକ ସୁଯୋଗ୍ୟ ସନ୍ତାନ ତଥା ସୋନପୁର ର ଯୁବ ପ୍ରତିଭା ଡ଼ଃ ଅଭିଷେକ ମିଶ୍ର ଙ୍କ ଦ୍ବିତୀୟ ଶ୍ରାଦ୍ଧ ବାର୍ଷିକୀ ଅବସର ରେ ସୋନପୁର ଶିଶୁ ଗୃହ ଠାରେ ଶିଶୁ ମାନଙ୍କୁ ଅନ୍ନ ଭୋଜନ ରେ ଆପ୍ୟାୟିତ କରଯାଇଥିଲା l ସେହିପରି ସ୍ଥାନୀୟ ଘୋଡାଘାଟ ପଡ଼ା ଦଧି ବାମନ ମନ୍ଦିର ରେ ମଧ୍ୟ ବ୍ରାହ୍ମଣ ଭୋଜନ ର ବ୍ୟବସ୍ଥା କରାଯାଇ ସ୍ୱର୍ଗତ ଆତ୍ମା ର ସଦଗତି କାମନା କରଯାଇଥିଲା l ପ୍ରକାଶ ଥାଉ କି ଯେ ଡ଼ଃ ଅଭିଷେକ ମିଶ୍ର ଙ୍କ ମାଣ୍ଡିଆ ସନ୍ଦର୍ଭ ଆନ୍ତର୍ଜାତିକ ସ୍ତର ରେ ସ୍ଵୀକୃତି ପାଇବା ସଙ୍ଗେ ସଙ୍ଗେ ସୁବର୍ଣ୍ଣପୁର ଜିଲ୍ଲା ର ଗୌରବ କୁ ବହୂ ଗୁଣିତ କରିଥିବା ଜଣା ଯାଇଛି l "ଅଭିଷେକ ଙ୍କ ମାଣ୍ଡିଆ ସନ୍ଦର୍ଭ" ଯାହାକି ୬୭ ଗୋଟି ଦେଶ ଏହା କୁ ସ୍ଵୀକୃତି ପ୍ରଦାନ କରିଥିବା ବିଷୟ ଅଭିଷେକ ମିଶ୍ର ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ସୂଚନା ମିଳିଛି l ପରେ ପରେ ରାଜ୍ୟ ଓ କେନ୍ଦ୍ର ସରକାର ମଧ୍ୟ ଏହି  ମିଲେଟ୍ ମିଶନ ଉପରେ ଖୁବ୍ ଗୁରୁତ୍ୱାରୋପ ପ୍ରଦାନ୍ କରି ଏହାର ବହୁଳ ପ୍ରଚାର ପ୍ରସାର କରିଛନ୍ତି l ସ୍ୱର୍ଗତ ମିଶ୍ର ଙ୍କ ଏହି ଶ୍ରାଦ୍ଧ ଦିବସ ଅବସର ରେ ସ୍ମୁତି କମିଟି ପକ୍ଷରୁ ଆସନ୍ତା ୩୦ ତାରିଖ ରେ କସ୍ତୁରୀ ହୋଟେଲ୍ ସଂବୁଖ ସ୍ଥିତ ବୋଲ ବମ୍ ମଣ୍ଡପ ଠାରେ ଏକ ରକ୍ତ ଦାନ ଶିବିର ର ଆୟୋଜନ କରଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026

You Might Also Like