-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ରାଜ୍ୟ

ବାଲିଗୁଡା : ଚୁଆଁରୁ ମହିଳାଙ୍କ ଶବ ଉଦ୍ଧାର 

15-Dec-2024



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ ଚୁଆଁରୁ  ମହିଳାଙ୍କ ଶବ ଉଦ୍ଧାର କରିଛି ବାଲିଗୁଡା ପୋଲିସ । ମୃତକ ମହିଳା ଜଣକ ଶାନ୍ତିଲତା ମଲ୍ଲିକ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଆଜକୁ ତିନିଦିନ ହେବ ବାପ ଘରକୁ ଯିବା ପାଇଁ ବାହାରିଥିଲେ ଶାନ୍ତିଲତା । ସେଠାରେ ପହଁଚିଲେ ନା ନାହିଁଁ ସେନେଇ ଶାନ୍ତିଲତାଙ୍କ ସ୍ବାମୀ ବିରେନ୍ଦ୍ର ମଲ୍ଲିକ ଖବର ନେବା ପରେ ଶାନ୍ତିଲତା ସେଠାରେ ପହଁଚି ନଥିବା ଜାଣିବାକୁ ପାଇଥିଲେ ଏବଂ ଶାନ୍ତିଲତା କୁଆଡେ଼ ଗଲେ ସେନେଇ ଖୋଜାଖୋଜି କରିଥିଲେ ପରିବାର ଲୋକେ । ହେଲେ ରବିବାର ସକାଳୁ କଟପଡ଼ି ଗ୍ରାମର ଲୋକେ ଗାଁ ନିକଟସ୍ଥ ଉକ୍ତ ଚୁଆଁକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଶାନ୍ତିଲତାଙ୍କ ଶବ ଚୁଆଁ ରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପରିବାର ଲୋକେ ପହଁଚି ଦେଖିବା ପରେ ବାଲିଗୁଡ଼ା ଥାନା ପୋଲିସକୁ ଜଣାଇଥିଲେ । ପୋଲିସ୍ ପକ୍ଷରୁ ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ଶବ ଉଦ୍ଧାର କରିବା ସହ କେଉଁ ପରିସ୍ଥିତି ରେ ଶାନ୍ତିଲତା ଚୁଆଁରେ ବୁଡ଼ିଲେ ଏବଂ ତାଙ୍କର ମୃତ୍ୟୁ କିପରି ଘଟିଲା ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ । ଏ ନେଇ ପୋଲିସ ତଦନ୍ତ ଅବ୍ୟାହତ ରଖିଥିବା ପ୍ରକାଶ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like