-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଆସନ୍ତା ଫେବୃୟାରୀ ରେ ରାଜ୍ୟ ସ୍ତରୀୟ ସଙ୍କୀର୍ତ୍ତନ ସମାରୋହ ପାଇଁ ପ୍ରସ୍ତୁତି ବୈଠକ

15-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ଆନୁକୁଲ୍ୟରେ ଅଧ୍ୟକ୍ଷ ଗୋପାଳ ପ୍ରସାଦ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ଠାରେ ରବିବାର ଆସନ୍ତା ଫେବୃୟାରୀ ମାସ ରେ ଭୁବନେଶ୍ୱର ଠାରେ ହେବାକୁ ଥିବା  ରାଜ୍ୟ ସ୍ତରୀୟ ସମାରୋହ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଏହି ବୈଠକ ରେ ୧୨ ବ୍ଲକ ର ପ୍ରତିନିଧି ଙ୍କ ଉପସ୍ଥିତି ରେ  କାର୍ଯ୍ୟକାରୀ ସଭାପତି ପ୍ରମୋଦ ଦାଶ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ସଂପ୍ରତି ସଂକୀର୍ତ୍ତନ ରେ ଅଶ୍ଲୀଳତା ଓ ଅପସଂସ୍କୃତି କୁ ବିରୋଧ କରାଯିବା ସହିତ ସଙ୍କୀର୍ତ୍ତନ କଳାକାର ଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିବା  ବେଳେ ଭଟଲି ବ୍ଲକ କହେନ୍ ମୁଣ୍ଡା ଭାଗବତ ଦଳ ଙ୍କ ଦ୍ଵାରା ଭାଗବତ ପରିବେଷଣ  ରୁ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥିଲା ।ମୁଖ୍ୟ ଅତିଥି ଭାବେ ସଙ୍କୀର୍ତ୍ତନ ଗୁରୁ ଲଳିତ ଭୋଇ ଯୋଗ ଦେଇ ସଙ୍କୀର୍ତ୍ତନ ସଂସ୍କୃତି ର ସୁରକ୍ଷା ଓ ଜାଗରଣ ପାଇଁ ରାଜ୍ୟ ସମାରୋହ ର ଗୁରୁତ୍ବ ରହିଛି ବୋଲି ଉଲ୍ଲେଖ କରି ଆୟୋଜନ କୁ ସଫଳ କରିବା ପାଇଁ ଆହ୍ବାନ ଦେଇଥିଲେ ।ସମ୍ମାନିତ ଅତିଥି ଭାବେ  ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ସଂପାଦକ ଗୋପବନ୍ଧୁ ପୁରୋହିତ, ଗୁରୁ ରାମଚନ୍ଦ୍ର ସାହୁ ,ପ୍ରମୋଦ ପ୍ରଧାନ ନିଲ ଦେବତା ,ଅମ୍ବାଭୋନା ବ୍ଲକ  ସଂଯୋଜକ ଶିବ ନାରାୟଣ ଭୋଇ ,ସୋହେଲା ବ୍ଲକ ସଂଯୋଜକ ଗୋରା ଚାନ୍ଦ ସାହୁ  ପ୍ରମୁଖ ଉପସ୍ଥିତ ରହି ଆସନ୍ତା ଫେବୃୟାରୀ ମାସ ରେ ଭୁବନେଶ୍ୱର ଠାରେ ଅନୁଷ୍ଟିତ ହେବାକୁ ଥିବା ରାଜ୍ୟ ସମାରୋହ ସମ୍ବନ୍ଧ ରେ ଆଲୋଚନା କରିଥିଲେ । ଏହି ଅବସର ରେ ଗୁରୁ ନିଲ ଦେବତା ଙ୍କ ସଙ୍କୀର୍ତ୍ତନ ଓ ସୋହେଲା ବ୍ଲକ ତାମ୍ବି ମୁଣ୍ଡା ର ସଙ୍କୀର୍ତ୍ତନ ଦଳ ଦ୍ଵାରା ସଙ୍କୀର୍ତ୍ତନ ପରିବେଷଣ କରାଯାଇଥିବା ବେଳେ ଭାଗବତ ଦଳ ଓ ତାମ୍ବି ମୁଣ୍ଡା ସଙ୍କୀର୍ତ୍ତନ ଦଳ କୁ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like