-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ଶ୍ରୀ ଅରବିନ୍ଦ ବିଜ୍ଞାନ ମେଳା:୧୭୫ ପ୍ରକଳ୍ପ ପ୍ରଦର୍ଶିତ

15-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଶ୍ରୀ ଅରବିନ୍ଦ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଏଥିରେ ଅଧ୍ୟୟନରତ ଛାତ୍ରୀ ଛାତ୍ରମାନଙ୍କ ଦ୍ଵାରା ୧୭୫ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଶିକ୍ଷାବିତ୍ ଆନନ୍ଦ ଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ସଭାପତି ଲୋକନାଥ ମେହେରଙ୍କ ଅଧ୍ୟକ୍ଷତାରେ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସଂପାଦକ ଦେଵାର୍ଚନ ସାହୁ, କୋଷାଧ୍ୟକ୍ଷା ପ୍ରତିମା ଗୁରୁ, ପରିଚାଳନା କମିଟି ସଦସ୍ୟ ରାଜେଶ୍ଵର ବେହେରା,କୁମର ମହାନନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ ‌।ପ୍ରାରମ୍ଭରେ ଛାତ୍ରୀଗଣ ମାତୃ ସଂଗୀତ ପରିବେଷଣ କରିଥିଲେ। ଅଧ୍ୟକ୍ଷ ବଳରାମ ସାହା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଶିକ୍ଷକ ଚୂଡାମଣି ତାଣ୍ଡି ସଭାକୁ ପରିଚାଳନା କରିଥିଲେ। ଶିକ୍ଷୟିତ୍ରୀ ସ୍ଵର୍ଣ୍ଣପ୍ରଭା ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ।ପରେ କୁନି ବୈଜ୍ଞାନିକଙ୍କ ଦ୍ବାରା ପ୍ରଦର୍ଶିତ ପ୍ରକଳ୍ପଗୁଡିକୁ ଅଭିଭାବକଗଣ ପରିଦର୍ଶନ କରିଥିଲେ। ବିଜ୍ଞାନ ଶିକ୍ଷକ ଗୋବିନ୍ଦ ସାହା, ଅଧ୍ୟାପକ ଶାନ୍ତନୁ ସାହୁ, ଆନନ୍ଦ ଚନ୍ଦ୍ର ସାହୁ ବିଚାରକ ଭାବେ ଯୋଗଦେଇ ପ୍ରକଳ୍ପ ଗୁଡ଼ିକର ମୂଲ୍ୟାୟନ କରିଥିଲେ। ପରିଚାଳନା କମିଟି ସଦସ୍ୟ କୁନ୍ତଳା ସାହୁଙ୍କ ସମେତ ଶିକ୍ଷା କେନ୍ଦ୍ରର ଅପାଭାଇଗଣ ପ୍ରଦର୍ଶନୀରେ ସକ୍ରିୟ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like