-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ରାଜ୍ୟ

ଖବର ସଂଗ୍ରହକୁ କେନ୍ଦ୍ରକରି ଯୁବ ସାମ୍ବାଦିକ ରଜନୀକାନ୍ତ ସାହୁଙ୍କୁ ମରଣାତ୍ମକ ଆକ୍ରମଣ କଲେ ଦୁଇ ଯୁବକ

10-Jan-2021



ଅନୁଗୋଳ, ଖମାର ( ଲକ୍ଷ୍ମୀଧର କବି ଙ୍କ ରିପୋର୍ଟ ) :- ଖମାର ଥାନା ବାରକୋଟିଆ ଅଞ୍ଚଳର ଯୁବ ସାମ୍ବାଦିକ ରଜନୀକାନ୍ତ ସାହୁଙ୍କୁ ଅତର୍କିତ ଭାବରେ ମରଣାସ୍ତ୍ରରେ ଆକ୍ରମଣ କଲେ ଦୁଇ ଯୁବକ । ସୂଚନା ଅନୁଯାୟୀ କିଛି ଦିନ ତଳେ  ବାରକୋଟିଆ ଠାରୁ ଗୋପୀନାଥପୁର ରାସ୍ତା ନିର୍ମାଣ ମନରେଗା କାର୍ଯ୍ୟ ମେସିନ ସାହାଯ୍ୟରେ କରୁଥିବାର ଖବର ରଜନୀକାନ୍ତ ଘଟଣା ସ୍ଥଳ କୁ ଯାଇଥିଲେ ଏବଂ ଫୋଟ ଓ ଭିଡ଼ିଓ ଉତ୍ତୋଳନ କରିଥିଲେ । ଆଜି ମଧ୍ୟାହ୍ନ ସମୟରେ ରଜନୀକାନ୍ତ ନିଜ ପୁଅ ସହ ଘରୋଇ ଉପକରଣ ନିମନ୍ତେ ଆସୁଥିବା ବେଳେ ସ୍ଥାନୀୟ ବାର ମାଇଲ ଶିବ ମନ୍ଦିର ନିକଟରେ ସନ୍ତୋଷ କୁମାର ବେହେରା ପିତା ଭଗବାନ ବେହେରା ଓ ରଞ୍ଜନ ବେହେରା ପିତା ଇନ୍ଦ୍ରମଣି ବେହେରା ଗାଡି ଅଟକାଇ ଅତର୍କିତ ଭାବରେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ ।

ଫଳରେ ତାଙ୍କର ବାମ ହାତରେ ଗଭୀର ଆଘାତ ଲାଗିଥିବା ବେଳେ ଏସମ୍ପର୍କରେ ପୋଲିସକୁ ଜଣାଇଲେ ବାପ ପୁଅ ଦୁଇ ଜଣଙ୍କୁ ଜୀବନରେ ମାରି ଦେବାର ଧମକ ଦେଇଥିଲେ । ସୂଚନା ଅନୁଯାୟୀ ସନ୍ତୋଷ ବେହେରା ପୂର୍ବରୁ ମଧ୍ୟ ରଜନୀକାନ୍ତଙ୍କୁ ଆକ୍ରମଣ କରିବା ସହ ହତ୍ୟା ଧମକ ଦେଇଥିଲେ , ଏସମ୍ପର୍କ ଖମାର ଥାନାରେ ଅଭିଯୋଗ ପରେ ଆପସ ବୁଝାବଣା ହୋଇଥିଲା । ଏହି ପରି ବାରମ୍ବାର ସାମ୍ବାଦିକ ଆକ୍ରମଣ ହୋଇଥିବା ବେଳେ ସାମ୍ବାଦିକଙ୍କ ସୁରକ୍ଷା କୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଅଭିଯୁକ୍ତକୁ ପୋଲିସ ଗିରଫ କରିବାରେ ବିଳମ୍ବ କଲେ ଜିଲ୍ଲା ସାମ୍ବାଦିକ ସମ୍ମୁହ ଏସପିକୁ ଭେଟ କରିବା ସହ ରାଜରାସ୍ତାକୁ ଉଲ୍ଲାଇବା ନେଇ ସୂଚନା ରହିଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like