-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପଡା ଠାରେ ମାଁ ଲକ୍ଷ୍ମୀଙ୍କ ଛପନ ଭୋଗ ବଣ୍ଟନ

15-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଡ଼ା ଗ୍ରାମରେ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା  ଚାରିଦିନ ଧରି ବହୁ ଆଡମ୍ବର ସହକାରେ ପାଳନ ହେଉଥିବା ବେଳେ ଆଜି ତୃତୀୟ ଦିନ ଗ୍ରାମର ଶ୍ରଦ୍ଧାଳୁ ମାନେ ଛପନ ଭୋଗ ପ୍ରସ୍ତୁତ କରି ମାଁ ଲକ୍ଷ୍ମୀ ଙ୍କ ଠାରେ ଅର୍ପଣ କରିବା ପରେ ତାହା ଭକ୍ତମାନଙ୍କ ମଧ୍ୟରେ ବଣ୍ଟନ କରାଯାଇଛି ।ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ବିଜେପୁର ର ପୂର୍ବତନ ବିଧାୟିକା ଶ୍ରୀମତୀ ରିତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଗ୍ରାମର ଶ୍ରଦ୍ଧାଳୁ ମାନଙ୍କ ଦ୍ଵାରା ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରାରେ ଛପନ ଭୋଗକୁ ମାଁଙ୍କ ପୂଜା ମଣ୍ଡପ ଯାଏଁ ନିଆ ଯାଇଥିଲା ।ଏହି ଶୋଭାଯାତ୍ରାରେ ଗ୍ରାମର ଅନେକ  ମା ମାଉସୀ ମାନେ  ସାମିଲ ହେଇଥିଲେ। ଭଜନ ସଙ୍କୀର୍ତ୍ତନ ସହ ହୁଳହୁଳିରେ ଗାଁ ଦାଣ୍ଡ ମୁଖରିତ ହୋଇ ଉଠିଥିଲା । ଭୋଗ ବଣ୍ଟନ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଭାବେ ରଞ୍ଜନ କୁମାର ମେହେର ,ଶେଷଦେବ ମେହେର ,ଉତ୍ତମ ମେହେର ,ପବିତ୍ର ମେହେର ,ଦୀପକ ପଧାନ ,ଚନ୍ଦନ ପଧାନ,ରାକେଶ ପଧାନ , ଅଯୋଧ୍ୟା ପଧାନ , ଜୟଶଙ୍କର ଗୁରୁ ,ସଦାନନ୍ଦ ମେହେର ,ନିର୍ମଳ ମେହେର ,ପ୍ରଦୀପ ମେହେର ,ହରିବୋଲ ,ମେହେର ,ହରିହର ମେହେର ,ଭଜମନ ମେହେର , ପ୍ରେମାରଜ ମେହେର ,ମୁନୁ ମେହେର , ରୁକ୍ମଣ ମେହେର , ଢାଲେଶ୍ୱର୍ ମେହେର , ତୁଲାରମ ଭୁଏ ,ମନୋଜ ମେହେର , ମଳୟ ମେହେର, ଡ଼. ଭୋଲାନାଥ ମେହେର ସମେତ ଅନେକ ଉଦ୍ୟୋକ୍ତା ଯୁବବର୍ଗ ଭୋଗ ବଣ୍ଟନ ଓ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like