-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ ଶିକ୍ଷାବିତ ଶ୍ରୀଯୁକ୍ତ ମୀନକେତନ ଦୋରାଙ୍କ ପରଲୋକ

15-Dec-2024



ବରଗଡ:(ପ୍ରେରଣା)-ବରଗଡ ଜିଲ୍ଲା ଅନ୍ତର୍ଗତ ପଦ୍ମପୁର ସହରର ବିଶିଷ୍ଟ ଶିକ୍ଷାବିତ ଶ୍ରୀଯୁକ୍ତ ମୀନକେତନ ଦୋରାଙ୍କ ଆଜି ୯୧ ବର୍ଷ ବୟସରେ ପରଲୋକ ଘଟିଛି । ସେ ହଠାତ ଅସୁସ୍ଥ ହୋଇଯିବାରୁ ତାଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସ୍ୱର୍ଗତ ମୀନକେତନ ଦୋରାଙ୍କ ମୃତ୍ୟୁ ଖବର ପାଇବା ପରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ଶେଷଶର୍ଯ୍ୟା ନିକଟରେ ତାଙ୍କ ପତ୍ନୀ ଶ୍ରୀମତୀ ସୁଲୋଚନା ଦୋରା,ପୁଅ ଜେ.ଡବ୍ଲୁ.ଏମ ଶ୍ରୀଯୁକ୍ତ ଜୟନ୍ତ କୁମାର ଦୋରା,ବଡ ଝିଅ ପ୍ରଫେସର ଜୟନ୍ତୀ ଦୋରା,ସାନ ଝିଅ ଏଡିଓ ଜୟଶ୍ରୀ ଦୋରା,ନାତି ସ୍ୱାଗତ ଦୋରା ଓ ଆତ୍ମୀୟ ସଜ୍ଜନ ଉପସ୍ଥିତ ଥିଲେ । ବନ୍ଧୁ ବନ୍ଧବ ତଥା ଅଂଚଳର ଅନେକ ମାନ୍ୟଗନ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିଥିଲେ । ସ୍ୱର୍ଗତ ମୀନକେତନ ଦୋରା ସୁନ୍ଦରଗଡ,ବୁର୍ଲା,ଦେବଗଡ,  ଲଖମରା ଓ ପଦ୍ମପୁର ଠାରେ ସରକାରୀ ବିଦ୍ୟାଳୟରେ କାର୍ଯ୍ୟକରି ଅନେକ ପିଲାଙ୍କୁ ଶିକ୍ଷାଦାନ କରି ମଣିଷ କରିଥିଲେ । ତାଙ୍କ ପ୍ରଗାଢ ଜ୍ଞାନ  ଓ ସମାଜସେବା ପାଇଁ ଅଂଚଳରେ ପ୍ରତିଷ୍ଠିଲାଭ କରିଥିଲେ । ତାଙ୍କର ଉକୃଷ୍ଠ କାର୍ଯ୍ୟ ପାଇଁ ଅନେକ ସମ୍ମାନରେ ସେ ସମ୍ମାନିତ ହୋଇଥିଲେ । ସେ ରେଡକ୍ରସ ସେବାରେ ମଧ୍ୟ ନିଜକୁ ନିୟୋଜିତ କରିଥିଲେ । ତାଙ୍କର ପାଂଚ ନାତି ମାନେ ହେଲେ ରଜତ ଦୋରା,ସୁଭମ ସ୍ୱସ୍ତିକ ଦୋରା,ସିଦ୍ଧାର୍ଥ ସ୍ୱସ୍ତିକ , ସ୍ୱାଗତ ଦୋରା ଓ ଆୟୁଷ୍ମାନ ଦୋରା । ସେ ସ୍ୱର୍ଗତ ଗୋପିନାଥ ଦୋରାଙ୍କ ଜ୍ୟୋଷ୍ଠ ପୁତ୍ର ଅଟନ୍ତି । ସ୍ଥାନୀୟ ଶ୍ମସାନରେ ସ୍ୱର୍ଗତ ମୀନକେତନ ଦୋରାଙ୍କ ଶେଷକୃତ ସମ୍ପନ୍ନ ହେଲା । ଏକମାତ୍ର ପୁତ୍ର ଜୟନ୍ତ ଦୋରା ମୁଖାଗ୍ନୀ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like