-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲୋକ ଉତ୍ସବ ୪ ଦିନ କରିବା ପାଇଁ ଦାବି, ସାଂସ୍କୃତି ବିଭାଗ ଆଉ ୧୦ଲକ୍ଷ ଟଙ୍କା ମଞ୍ଜୁର

15-Dec-2024



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ଲୋକ ଉତ୍ସବ ଅନୁଦାନକୁ ନେଇ ଏ ବର୍ଷ ଗତ ୧୧ ତାରିଖ ଦିନ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସାଂସ୍କୃତି ଭବନ ଠାରେ ଏକ ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଥିଲା । ଏ ବର୍ଷ ଅର୍ଥ ଅଭାବରୁ ୨୦ ରୁ ୨୨ ରୁ ଜାନୁୟାରୀ ମାସରେ ଅନୁଷ୍ଠିତ ହେବ ବୋଲି ବିଭିନ୍ନ ବିଭାଗ ଚୟନ ହୋଇଥିଲା । ବିଭିନ୍ନ ଜିଲ୍ଲାରେ ୪ ରୁ ୫ ଦିନ ଉତ୍ସବ ଅନୁଷ୍ଠିତ ହେଉଥିବା ବେଳେ ଏହି ବୈଠକରେ ଅନୁଦାନକୁ ନେଇ ଗଣମାଧ୍ୟମ ପ୍ରତିନିଧି ଜିଲ୍ଲାପାଳଙ୍କୁ ଦୃଷ୍ଟିଆକର୍ଷଣ କରିଥିଲେ । ଏ ବାବଦକୁ ନେଇ ଗତ ୧୦.୧୨.୨୦୨୪ ଦିନ ପତ୍ର ସଂଖ୍ୟା ୨୯ ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ମୋହନ ଚରଣ ମାଝି ଓ ଓଡିଶା ଭାଷା ସାହିତ୍ୟ ଓ ସାଂସ୍କୃତି ବିଭାଗକୁ ବଲାଙ୍ଗିର ଜିଲ୍ଲପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଚିଠିରେ ଉଲ୍ଲେଖ ଥିଲା ଯେ ଅନ୍ୟ ଜିଲ୍ଲା ତୁଳନା ବଲାଙ୍ଗିର ବହୁତ କମ ଅନୁଦାନ ଦେଇଥିବାରୁ ସୁବିଚାର କରି ଆଉ ୨୦ ଲକ୍ଷ ଟଙ୍କା କମିଟି ଦାବି କରିଥିଲେ । ଏ ବାବଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ସାଂସ୍କୃତିକ ବିଭାଗକୁ ଚିଠି ହସ୍ତାନ୍ତର କରିଥିଲେ । ଏ ନେଇ ଗତ ୧୪.୧୨.୨୦୨୪ ଦିନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ପ୍ରଦାନ କଲେ ଦେବାଳୟ କମିଟିକୁ ଆଉ ୧୦ ଲକ୍ଷ ଟଙ୍କା ଅନୁମୋଦନ ହୋଇଛି । କମିଟିକୁ ସୂଚନା ପ୍ରଦାନ କରାଯାଇଥିଲା । ସମ୍ପୁର୍ଣ୍ଣ ଅନୁଦାନ ରାଶି ୨୫ ଲକ୍ଷକୁ ବୃଦ୍ଧି ହୋଇଛି । ପୂର୍ବବର୍ଷ ୨୦୨୨-୨୩ ଓଡିଶା ଭାଷା ସାହିତ୍ୟ ଏବଂ ସାଂସ୍କୃତି ବିଭାଗ ୭ ଲକ୍ଷ ଅନୁଦାନ ଖର୍ଚ୍ଚ ନ ହୋଇ ଅନୁଦାନ ପଡିରହିଥିବା ବେଳେ ଏ ବର୍ଷ ଲୋକ ଉତ୍ସବ ପାଇଁ ଷ୍ଟଲ ଭଡା ବାବଦକୁ ୬ ଲକ୍ଷରୁ ଉର୍ଦ୍ଧ୍ୱ ଏବଂ ଉଠା ବ୍ୟବସାୟୀ, ପାର୍କିଂ ଫିଜ, ସୋଭିନୟର ର ବିଜ୍ଞାପନ ଅର୍ଥ କୁ ନେଇ ଏ ବର୍ଷ ଅଧିକ ଅର୍ଥ ଅଭାବ ହେବ ନାହିଁ ଏ ବର୍ଷ ଲୋକ ଉତ୍ସବକୁ ନେଇ । ୧୪ଟି ବ୍ଲକ, ୩ ଗୋଟି ଏନ୍‌ଏସି ଓ ମ୍ୟୁନିସିପାଲଟିକୁ ନେଇ କଳା ପ୍ରଦର୍ଶନ କରିବା ପାଇଁ ତିନି ଦିନ ରେ କଳାକାରଙ୍କ ସମୟ ଅସମ୍ଭବ । ତେଣୁ ଜିଲ୍ଲା ପ୍ରଶାସନକୁ ଦେବାଳୟ ସୁରକ୍ଷା କମିଟି ୪ ଦିନ ଲୋକ ଉତ୍ସବ କରିବାକୁ ଦାବି କରୁଛି । କାରଣ ଏ ବର୍ଷ ବାହାର କଳାକାର କଳା ପ୍ରଦର୍ଶନ କରିବେ ନି ନିଜ ଅଂଚଳର କଳା ପ୍ରଦର୍ଶନ କରିବେ । କାରଣ ୫ ଦିନ ବ୍ୟାପି ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେବ । ବ୍ୟବସାୟୀଙ୍କୁ ମଧ୍ୟ ଲାଭ ହେବ । ଏ ନେଇ ଆଜି ଏକ ପ୍ରେସ ରିଲିଜ ଜରିଆରେ ସଭାପତି ଜୟକୃଷ୍ଣ ମିଶ୍ର, ଉପ-ସଭାପତି ପ୍ରଶାନ୍ତ ମହାକୁର, ସଂପାଦକ ନଗେନ୍ଦ୍ର କବାଟ, ରିଣ୍ଟୁ ସାହୁ, ସୁରେନ୍ଦ୍ର ନେଗୀ, ଶମ୍ଭୁ ପ୍ରସାଦ ଶତପଥୀ ସୂଚନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like